ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲାର କଣ୍ଟେନମେଣ୍ଟ ଅଞ୍ଚଳରେ ଆଜି ସକାଳେ ପୁଣି ଉତ୍ତେଜନା ଦେଖାଦେଇଛି। ପ୍ଲାଣ୍ଟ୍ ସାଇଟ୍ ବସ୍ତିର ଲୋକମାନେ ମେଳି ହୋଇ ବାହାରକୁ ବାହାରିବାକୁ ଉଦ୍ୟମ କରିଥିଲେ। କଣ୍ଟେନମେଣ୍ଟ ଜୋନ୍ରେ ଠିକ୍ ଭାବେ ଆବଶ୍ୟକ ସାମଗ୍ରୀ ଯୋଗାଇ ଦିଆଯାଉନାହିଁ ବୋଲି ସେମାନେ ଅଭିଯୋଗ କରିଛନ୍ତି।
ଏମିତିକି ବଜାରକୁ ଯାଇ ସାମଗ୍ରୀ ଆଣିବାକୁ ଲୋକମାନେ ଜିଦ୍ ଧରି ବସିଥିଲେ। ତେବେ ପରିସ୍ଥିତିକୁ ଦୃଷ୍ଟିରେ ରଖି ୩ ପ୍ଲାଟୁନ ପୁଲିସ୍ ଫୋର୍ସ ମୁତୟନ କରାଯାଇଛି। ଏବେ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି।
ସେହିପରି ମେ’ ୪ ତାରିଖରେ ରାଉରକେଲାର କଣ୍ଟେନମେଣ୍ଟ ଜୋନ୍ରେ ପୁଲିସ୍ ଉପରକୁ କିଛି ଲୋକେ ପଥର ମାଡ଼ କରିଥିଲେ। ଏଥିସହ ବ୍ୟାରିକେଡ ଭାଙ୍ଗିଦେଇଥିଲେ। ଏହି ଆକ୍ରମଣରେ କିଛି ପୁଲିସ୍ କର୍ମୀ ଆହତ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।
Health
ରସୁଣକୁ ଦେଶୀ ଘିଅରେ ଭାଜି ଖାଆନ୍ତୁ, ଏହି ସବୁ ସ୍ୱାସ୍ଥ୍ୟଗତ ସମସ୍ୟାର କରିଥାଏ ସମାଧାନ
ରସୁଣ ହେଉଛି ଆଣ୍ଟିବ୍ୟାକ୍ଟେରିଆଲ, ଆଣ୍ଟିଫଙ୍ଗଲ ଓ ଆଣ୍ଟିଭାଇରାଲ।
Health
କଞ୍ଚା କ୍ଷୀର ପିଉଛନ୍ତି କି? ରୁହନ୍ତୁ ସାବଧାନ
ଆମେରିକାର ଫୁଡ୍ ଡ୍ରଗ୍ ଆଣ୍ଡ ଆଡମିନିଷ୍ଟ୍ରେସନ (ଏଫ୍ଡିଏ) ସମେତ ଆଉ କିଛି ସଂସ୍ଥା କରିଥିବା ଗବେଷଣାରୁ ଜଣାପଡ଼ିଛି ଯେ କଞ୍ଚା କ୍ଷୀରରେ ପ୍ରୋବାୟୋଟିକ୍ସ ନଥାଏ।