କିମ୍ସ ହସ୍ପିଟାଲରେ ମାଆ ଓ ଶିଶୁ ମୃତ୍ୟୁକୁ ନେଇ ଉତ୍ତେଜନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ କିମ୍ସ ହସ୍ପିଟାଲରେ ମାଆ ଓ ଶିଶୁଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଚିକିତ୍ସା ଅବହେଳାରୁ ଉଭୟଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ କରି ହସ୍ପିଟାଲ ଆଗରେ ଧାରଣା ଦେଇଛନ୍ତି ଟାଙ୍ଗିବାନ୍ତ ଗାଁ ଲୋକେ। ଗତ ୧୧ ତାରିଖ ରାତିରେ ପ୍ରସବ ଯନ୍ତ୍ରଣା ଯୋଗୁ ଜଣେ ପ୍ରସୂତିଙ୍କୁ କିମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ୧୨ ତାରିଖରେ ସେ ଏକ ଶିଶୁକୁ ଜନ୍ମ ଦେବା ପରେ ମୃତ୍ୟୁବରଣ କରିଥିଲେ। ଆଜି ଶିଶୁର ମୃତ୍ୟୁ ଘଟିଛି। […]

kims

kims

Rakesh Mallick
  • Published: Sunday, 03 June 2018
  • Updated: 03 June 2018, 04:26 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ କିମ୍ସ ହସ୍ପିଟାଲରେ ମାଆ ଓ ଶିଶୁଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଚିକିତ୍ସା ଅବହେଳାରୁ ଉଭୟଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ କରି ହସ୍ପିଟାଲ ଆଗରେ ଧାରଣା ଦେଇଛନ୍ତି ଟାଙ୍ଗିବାନ୍ତ ଗାଁ ଲୋକେ।

ଗତ ୧୧ ତାରିଖ ରାତିରେ ପ୍ରସବ ଯନ୍ତ୍ରଣା ଯୋଗୁ ଜଣେ ପ୍ରସୂତିଙ୍କୁ କିମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ୧୨ ତାରିଖରେ ସେ ଏକ ଶିଶୁକୁ ଜନ୍ମ ଦେବା ପରେ ମୃତ୍ୟୁବରଣ କରିଥିଲେ। ଆଜି ଶିଶୁର ମୃତ୍ୟୁ ଘଟିଛି। ଏହି ଘଟଣା ପରେ ଚିକିତ୍ସା ଅବହେଳାକୁ ଦାୟୀ କରିଛନ୍ତି ମୃତ ମହିଳାଙ୍କ ପରିବାର ଲୋକେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story