ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ଯାଜପୁର(ଓଡ଼ିଶା ରିପୋର୍ଟର): ଯାଜପୁର ଜିଲ୍ଲା ଜେନାପୁର ଥାନା ଅନ୍ତର୍ଗତ ସୋରେଇ ଗାଁରେ ଜଣେ ଯୁବକଙ୍କର ସନ୍ଦେହଜନକ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ମୃତକଙ୍କ ନାଁ ଦୀପକ ଦଳେଇ। ମୃତକଙ୍କ ପରିବାରକୁ କ୍ଷତିପୂରଣ ଏବଂ ଘଟଣାର ଉପଯୁକ୍ତ ତଦନ୍ତ କରାଯାଇ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦାବି କରି ସ୍ଥାନୀୟ ଲୋକେ ଜାତୀୟ ରାଜପଥ ଅବରୋଧ କରିଥିଲେ। ସେମାନେ ମୃତଦେହ ରଖି ଚଣ୍ଡିଖୋଲ-ଡୁବରୀର ୫୩ନଂ ଜାତୀୟ ରାଜପଥ ଅବରୋଧ କରିଥିଲେ। ତେଣୁ ରାସ୍ତାର ଉଭୟ ପାର୍ଶ୍ୱରେ […]

gajapati

gajapati

Jitendra Garnayak
  • Published: Saturday, 06 October 2018
  • Updated: 06 October 2018, 02:56 PM IST

Sports

Latest News

ଯାଜପୁର(ଓଡ଼ିଶା ରିପୋର୍ଟର): ଯାଜପୁର ଜିଲ୍ଲା ଜେନାପୁର ଥାନା ଅନ୍ତର୍ଗତ ସୋରେଇ ଗାଁରେ ଜଣେ ଯୁବକଙ୍କର ସନ୍ଦେହଜନକ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ମୃତକଙ୍କ ନାଁ ଦୀପକ ଦଳେଇ।

ମୃତକଙ୍କ ପରିବାରକୁ କ୍ଷତିପୂରଣ ଏବଂ ଘଟଣାର ଉପଯୁକ୍ତ ତଦନ୍ତ କରାଯାଇ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦାବି କରି ସ୍ଥାନୀୟ ଲୋକେ ଜାତୀୟ ରାଜପଥ ଅବରୋଧ କରିଥିଲେ। ସେମାନେ ମୃତଦେହ ରଖି ଚଣ୍ଡିଖୋଲ-ଡୁବରୀର ୫୩ନଂ ଜାତୀୟ ରାଜପଥ ଅବରୋଧ କରିଥିଲେ।

ତେଣୁ ରାସ୍ତାର ଉଭୟ ପାର୍ଶ୍ୱରେ ଅନେକ ଗାଡ଼ି ଅଟକି ରହିଥିଲା।

ଗତ ୩ ତାରିଖ ରାତିରେ ଦୀପକ ଦୁଇ ବନ୍ଧୁଙ୍କ ସହ ବାହାରକୁ ଯାଇଥିଲେ। ପରେ ତାଙ୍କୁ ରକ୍ତଜୁଡ଼ୁବୁଡ଼ୁ ଅବସ୍ଥାରେ ପାଣିକୋଇଲିରୁ ପୁଲିସ୍‌ ଉଦ୍ଧାର କରି ଯାଜପୁରରେ ଡାକ୍ତରଖାନାରେ ଭର୍ତ୍ତି କରିଥିଲା।

ଦୀପକଙ୍କୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି।

https://youtu.be/qfpp3yGlbkM

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story