ଦୁବାଇରୁ ଫେରନ୍ତା ଯୁବକଙ୍କ ଡାକ୍ତରୀ ପରୀକ୍ଷା ଦାବିରେ ଉତ୍ତେଜନା

କେନ୍ଦୁଝର(ପ୍ରଣୟ ପାଣି): ଦୁବାଇ ଫେରନ୍ତା ଯୁବକଙ୍କୁ ନେଇ କେନ୍ଦୁଝର ଟାଉନ ଥାନା ଗମ୍ଭାରିଆ ଗାଁରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଜଣେ ବ୍ୟକ୍ତିଙ୍କ ଜ୍ୱାଇଁ ଦୁବାଇରୁ ଫେରି ୪ ଦିନ ହେବ ଶ୍ୱଶୁର ଘରେ ଥିଲେ। ଗତକାଲି ଘଟଣା ଜଣାପଡିବା ପରେ ଯୁବକଙ୍କ ଡାକ୍ତରୀ ପରୀକ୍ଷା କରିବାକୁ ଗାଁ ଲୋକେ ଅଡ଼ି ବସିଛନ୍ତି। ଲୋକଙ୍କ ଜିଦ୍ ପରେ ସମ୍ପୃକ୍ତ ଯୁବକଙ୍କୁ ଏକ ଘରେ ଆଇସୋଲେସନ୍‌ରେ ରଖାଯାଇଛି। ଆଜି ଡାକ୍ତରୀ ଟିମ୍ ଗାଁରେ ପହଞ୍ଚି ସମ୍ପୃକ୍ତ ଯୁବକଙ୍କ ପରୀକ୍ଷା […]

keonjhar-1--1

keonjhar-1--1

Niharika Rout
  • Published: Saturday, 21 March 2020
  • Updated: 21 March 2020, 08:21 AM IST

Sports

Latest News

କେନ୍ଦୁଝର(ପ୍ରଣୟ ପାଣି): ଦୁବାଇ ଫେରନ୍ତା ଯୁବକଙ୍କୁ ନେଇ କେନ୍ଦୁଝର ଟାଉନ ଥାନା ଗମ୍ଭାରିଆ ଗାଁରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଜଣେ ବ୍ୟକ୍ତିଙ୍କ ଜ୍ୱାଇଁ ଦୁବାଇରୁ ଫେରି ୪ ଦିନ ହେବ ଶ୍ୱଶୁର ଘରେ ଥିଲେ। ଗତକାଲି ଘଟଣା ଜଣାପଡିବା ପରେ ଯୁବକଙ୍କ ଡାକ୍ତରୀ ପରୀକ୍ଷା କରିବାକୁ ଗାଁ ଲୋକେ ଅଡ଼ି ବସିଛନ୍ତି।

ଲୋକଙ୍କ ଜିଦ୍ ପରେ ସମ୍ପୃକ୍ତ ଯୁବକଙ୍କୁ ଏକ ଘରେ ଆଇସୋଲେସନ୍‌ରେ ରଖାଯାଇଛି। ଆଜି ଡାକ୍ତରୀ ଟିମ୍ ଗାଁରେ ପହଞ୍ଚି ସମ୍ପୃକ୍ତ ଯୁବକଙ୍କ ପରୀକ୍ଷା କରିବ ବୋଲି ସୂଚନା ମିଳିଛି। ଏହାକୁ ନେଇ ଗାଁରେ ଉତ୍ତେଜନା ଦେଖାଦେଇଥିଲା। ତେବେ ଘଟଣାସ୍ଥଳରେ ପୁଲିସ୍‌ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story