ପୁରୀରେ ଭୟାନକ ଅଗ୍ନିକାଣ୍ଡ। ଗତକାଲି ରାତିରେ ମରିଚିକୋଟ୍ ଛକରେ ଥିବା ଲକ୍ଷ୍ମୀ ମାର୍କେଟ୍ କମ୍ଲେକ୍ସରେ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛି। ଏପର୍ଯ୍ୟନ୍ତ ନିଆଁକୁ ଆୟତ୍ତ କରାଯାଇପାରିନାହିଁ। ଘଟଣା ସ୍ଥଳରେ ୧୦୦ରୁ ଅଧିକ ଦମକଳ କର୍ମଚାରୀ ଓ ଏକାଧିକ ଦମକଳ ଗାଡ଼ି, ଓଡ୍ରାଫ ଟିମ୍ ନିଆଁକୁ ଆୟତ୍ତ କରିବାକୁ ଚାଲିଛି ଉଦ୍ୟମ। ସେପଟେ ଶ୍ରୀମନ୍ଦିର ଯିବାକୁ ଶ୍ରଦ୍ଧାଳୁଙ୍କ ପାଇଁ ରାସ୍ତା ପରିବର୍ତ୍ତନ କରାଯାଇଥିବା ସୂଚନା ଦେଇଛନ୍ତି ପୁରୀ ଏସପି କନୱର ବିଶାଲ ସିଂ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଇଏଏସ ବଦଳି: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି
ଆଇଏଏସ୍ ସ୍ତରରେ ଅଦଳବଦଳ। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କଲେ ରାଜ୍ୟ ସରକାର।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।
Miscellaneous
ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍ ସର୍ଭେ ରିପୋର୍ଟ
ବୈଷୟିକ ରିପୋର୍ଟ ହସ୍ତଗତ ହୋଇ ସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି ଓ ସଂରକ୍ଷଣ କାର୍ଯ୍ୟ ହାତକୁ ନେବାକୁ ଏଏସଆଇ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିବା ଲେଖିଛନ୍ତି ମୁଖ୍ୟ ପ୍ରଶାସକ।
Miscellaneous
ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ
ଓଡ଼ିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଆଜି ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।