କଂଗ୍ରେସର ୩୩ ଜଣିଆ ସୋଶାଲ ମିଡିଆ କମିଟି, ଆରମ୍ଭରୁ କେଁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଏଆଇସିସି ଓ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଅନୁମୋଦନ ପରେ ଅଭିଷେକ ମହାନନ୍ଦଙ୍କ ନେତୃତ୍ୱରେ ୩୩ଜଣିଆ ପିସିସି ସୋସିଆଲ ମିଡିଆ କମିଟି ଗଠନ ହୋଇଛି। କମିଟିରେ ୧୨ଜଣ ସାଧାରଣ ସମ୍ପାଦକ ଓ ୨୦ଜଣ ସମ୍ପାଦକଙ୍କୁ ନିଯୁକ୍ତି ଦିଆଯାଇଛି। ତେବେ ଏହି କମିଟି ଘୋଷଣା ହେବାର ମାତ୍ର କିଛି ଘଣ୍ଟା ମଧ୍ୟରେ ସେଥିରେ କେଁ ପଶିଛି। ନିଜ ଫେସବୁକ୍ ମାଧ୍ୟମରେ ଏହି କମିଟିର ସାଧାରଣ ସମ୍ପାଦକ ଭାବେ କାର୍ଯ୍ୟ କରିବାକୁ ରବିନ୍ଦ୍ର ଆଚାର୍ଯ୍ୟ ଅନିଚ୍ଛା ବ୍ୟକ୍ତ […]

congress

congress

Manoranjan Sial
  • Published: Tuesday, 30 June 2020
  • Updated: 30 June 2020, 07:36 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଏଆଇସିସି ଓ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଅନୁମୋଦନ ପରେ ଅଭିଷେକ ମହାନନ୍ଦଙ୍କ ନେତୃତ୍ୱରେ ୩୩ଜଣିଆ ପିସିସି ସୋସିଆଲ ମିଡିଆ କମିଟି ଗଠନ ହୋଇଛି। କମିଟିରେ ୧୨ଜଣ ସାଧାରଣ ସମ୍ପାଦକ ଓ ୨୦ଜଣ ସମ୍ପାଦକଙ୍କୁ ନିଯୁକ୍ତି ଦିଆଯାଇଛି। ତେବେ ଏହି କମିଟି ଘୋଷଣା ହେବାର ମାତ୍ର କିଛି ଘଣ୍ଟା ମଧ୍ୟରେ ସେଥିରେ କେଁ ପଶିଛି। ନିଜ ଫେସବୁକ୍ ମାଧ୍ୟମରେ ଏହି କମିଟିର ସାଧାରଣ ସମ୍ପାଦକ ଭାବେ କାର୍ଯ୍ୟ କରିବାକୁ ରବିନ୍ଦ୍ର ଆଚାର୍ଯ୍ୟ ଅନିଚ୍ଛା ବ୍ୟକ୍ତ କରିଛନ୍ତି।

ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଜାରି ଏହି ତାଲିକା ଅନୁସାରେ, ଅଭିଷେକ ମହାନନ୍ଦ ଏହି ପିସିସି ସୋସିଆଲ ମିଡିଆ କମିଟିର ମୁଖ୍ୟ ଭାବେ କାର୍ଯ୍ୟ କରିବେ। ତାଙ୍କ ନେତୃତ୍ୱରେ ସାଧାରଣ ସଂପାଦକ ଭାବେ ଚେତନ ମିଶ୍ର, ପିତବାସ ପଣ୍ଡା, ଜୟତା ରାୟ, ଶିବମ ପଟ୍ଟନାୟକ, ଦୀପକ ମହାପାତ୍ର, ରବିନ୍ଦ୍ର ଆଚାର୍ଯ୍ୟ, ଅଭିଳାଷ ପତି, ସମ୍ବିତ ଶ୍ରୀଚନ୍ଦନ, ସମସିଦା ତାୟବ, ପ୍ରିୟବ୍ରତ ସାହୁ, ଶୈଳେନ୍ଦୁ ଦାସ ଓ ପୱନ ଶର୍ମା ନିଯୁକ୍ତି ପାଇ ଥିବାବେଳେ ସଂପାଦକ ଭାବେ ମିହିର ରାୟ, ଚନ୍ଦନ ରାୟ, ମାହେପର ନିଖତ, ଜଗତ ଜୀବନ ମହାନ୍ତି, ମାନସ ଆଚର୍ଯ୍ୟ, ଚିନ୍ମୟ ହୋତା, ଅତିଥ୍ୟ ଦିବ୍ୟ ସିଂହ, ରଞ୍ଜିତ ପଣ୍ଡା, ଗଣେଶ ସାହୁ, ମୁରଲୀଧର ନାୟକ, ସୁବାଶ ନାୟକ, ଅମିତ କୁମାର ନାୟକ, ମୁକେଶ ଅଗ୍ରୱାଲ, ଆସଲମ ଖାନ୍‌, ବିନ୍ଦୁଜା ଉପାଧ୍ୟାୟ, ସତ୍ୟବ୍ରତ ଗୁରୁ, ବିଶ୍ୱଜିତ୍ ସ୍ୱାଇଁ,ସର୍ବଜିତ ପଟ୍ଟନାୟକ, ଚନ୍ଦନ ପଟ୍ଟନାୟକ ଓ ମାନସ ପରିଡ଼ା ନିଯୁକ୍ତି ପାଇଛନ୍ତି।

କମିଟି ଘୋଷଣା ପରେ ଶ୍ରୀ ମହାନନ୍ଦ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ଆଗାମୀ ଦିନରେ ରାଜ୍ୟର ସ୍ୱାର୍ଥ ସମ୍ବଳିତ ଗୁରୁତ୍ୱପୂର୍ଣ୍ଣ ବିଷୟକୁ ଅଧିକରୁ ଅଧିକ ଲୋକମାନଙ୍କ ପାଖରେ ପହଂଚାଇବା ପାଇଁ ସୋସିଆଲ ମିଡିଆକୁ ଉପଯୋଗ କରାଯିବ। କଂଗ୍ରେସର ନୀତି, ଆଦର୍ଶ ଓ ଚିନ୍ତାଧାରାକୁ ରାଜ୍ୟରେ ପ୍ରତ୍ୟେକ ବର୍ଗର ଲୋକଙ୍କ ପାଖରେ ପହଂଚାଇବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଶ୍ରୀ ନନ୍ଦ ତାଙ୍କ ଟିମ୍‌ର ନବନିଯୁକ୍ତ ସଦସ୍ୟଙ୍କୁ ଅଭିନନ୍ଦନ ଜଣାଇବା ସହିତ ତାଙ୍କର ସହଯୋଗ କାମନା କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story