ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନା ମୁକାବିଲା ପାଇଁ ବନ୍ଦ ହେଲା ଆହାର କେନ୍ଦ୍ର। ମାର୍ଚ୍ଚ ୨୯ ଯାଏଁ ସମସ୍ତ ଆହାର କେନ୍ଦ୍ର ବନ୍ଦ ରଖିବାକୁ ସବୁ ଜିଲ୍ଲାପାଳମାନଙ୍କୁ ଚିଠି ହୋଇଛି। ତେବେ ମେଡିକାଲ ପରିସରରେ ଥିବା ଆହାର କେନ୍ଦ୍ର ଖୋଲା ରହିବ। ରାଜ୍ୟରେ ଥିବା ସମସ୍ତ ସର୍ବସାଧାରଣ ପାର୍କ ମଧ୍ୟ ବନ୍ଦ କରିବାକୁ ଘୋଷଣା କରାଯାଇଛି।
ଓଡ଼ିଶାରେ ଦ୍ୱିତୀୟ ‘କରୋନା’ ଚିହ୍ନଟ ହେବା ପରେ ରାଜ୍ୟ ସରକାର ଲକ୍ଡାଉନ୍ ଘୋଷଣା କରିଛନ୍ତି। କେବଳ ଅତ୍ୟାବଶ୍ୟକ ସାମଗ୍ରୀକୁ ଛାଡ଼ିଦେଲେ ସବୁଦୋକାନ ବଜାର ବନ୍ଦ ରହିଛି। ଏପରିକି ବସ୍ ଓ ଟ୍ରେନ୍ ଚଳାଚଳକୁ ବନ୍ଦ କରିଛନ୍ତି ରାଜ୍ୟ ସରକାର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ବାହାର ରାଜ୍ୟକୁ ଚାଲାଣ ହେଉଥିଲେ ୧୭ ଦାଦନ ଶ୍ରମିକ; ଅଟକାଇ ଦେଲା ପୁଲିସ୍
ଉଦ୍ଧାର ଶ୍ରମିକମାନଙ୍କ ମଧ୍ୟରେ ପୁରୁଷ ୭, ମହିଳା ୮ ଓ ଛୋଟଛୁଆ ୨ ଜଣ ଅଛନ୍ତି।
Events & Festivals
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ।
Crime
ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟକ୍ଷ; ମାଡ଼ି ବସିଲା ଭିଜିଲାନ୍ସ
ଗତକାଲି ସନ୍ଧ୍ୟାରେ ହୃଷିକେଷ ନଳିନୀଙ୍କୁ ଲାଞ୍ଚ ଟଙ୍କା ଦେବାବେଳେ ଭିଜିଲାନ୍ସ ତାଙ୍କୁ ମାଡ଼ି ବସିଥିଲା।
Miscellaneous
ଓଏଏସ୍ ବଦଳି: ମଧୁମିତା ନାୟକ ଇଏସଆଇ ନିର୍ଦ୍ଦେଶିକା
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ। ଅଶୋକ କୁମାର ପଣ୍ଡାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି।