ବିଧାନସଭାରେ ଶ୍ରୀମନ୍ଦିର ପରିକ୍ରମା ସଂକଳ୍ପ ପାରିତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଶ୍ରୀମନ୍ଦିର ପରିକ୍ରମା ଯୋଜନା ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିବୃତ୍ତି ରଖିଛନ୍ତି। ବିଧାନସଭାକୁ ଭର୍ଚୁଆଲରେ ବିବୃତି ଦେଲେ ମୁଖ୍ୟମନ୍ତ୍ରୀ । ଶ୍ରୀମନ୍ଦିର ପରିକ୍ରମା ଯୋଜନା ବେଳେ ୩ଟି ବିଷୟକୁ ଗୁରୁତ୍ୱ ଦିଆଯାଇଛି। ମୁଖ୍ୟତଃ ଶ୍ରୀମନ୍ଦିର ନିରାପତ୍ତା, ଆସୁଥିବା ଲକ୍ଷ ଲକ୍ଷ ଭକ୍ତଙ୍କ ନିରାପତ୍ତାକୁ ଗୁରୁତ୍ୱ ଦିଆଯାଇଛି। ସେହିପରି ଭକ୍ତଙ୍କ ପାଇଁ ଏକ ସୁନ୍ଦର ଆଧ୍ୟାତ୍ମିକ ପରିବେଶକୁ ଗୁରୁତ୍ୱ ଦିଆଯାଇଛି। ଏହି ଅବସରରେ ବିଧାନସଭାରେ ଶ୍ରୀମନ୍ଦିର ପରିକ୍ରମା ସଂକଳ୍ପ ପାରିତ ହୋଇଛି। ଓଡ଼ିଆ ଜାତିର ସବୁଠାରୁ […]

Puri

Puri

Tapas Behera
  • Published: Saturday, 27 February 2021
  • Updated: 27 February 2021, 07:16 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଶ୍ରୀମନ୍ଦିର ପରିକ୍ରମା ଯୋଜନା ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିବୃତ୍ତି ରଖିଛନ୍ତି। ବିଧାନସଭାକୁ ଭର୍ଚୁଆଲରେ ବିବୃତି ଦେଲେ ମୁଖ୍ୟମନ୍ତ୍ରୀ । ଶ୍ରୀମନ୍ଦିର ପରିକ୍ରମା ଯୋଜନା ବେଳେ ୩ଟି ବିଷୟକୁ ଗୁରୁତ୍ୱ ଦିଆଯାଇଛି। ମୁଖ୍ୟତଃ ଶ୍ରୀମନ୍ଦିର ନିରାପତ୍ତା, ଆସୁଥିବା ଲକ୍ଷ ଲକ୍ଷ ଭକ୍ତଙ୍କ ନିରାପତ୍ତାକୁ ଗୁରୁତ୍ୱ ଦିଆଯାଇଛି। ସେହିପରି ଭକ୍ତଙ୍କ ପାଇଁ ଏକ ସୁନ୍ଦର ଆଧ୍ୟାତ୍ମିକ ପରିବେଶକୁ ଗୁରୁତ୍ୱ ଦିଆଯାଇଛି। ଏହି ଅବସରରେ ବିଧାନସଭାରେ ଶ୍ରୀମନ୍ଦିର ପରିକ୍ରମା ସଂକଳ୍ପ ପାରିତ ହୋଇଛି।
https://twitter.com/Naveen_Odisha/status/1365607016513740800?s=20

ବାଚନିକ ଭୋଟରେ ସଂକଳ୍ପ ପାରିତ ନେଇ ବାଚସ୍ପତି ଘୋଷଣା କରିଛନ୍ତି। ଯୋଜନା ପାଇଁ ଗଜପତିଙ୍କ ଅବଦାନକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଜପତି ମହାରାଜାଙ୍କୁ ଭୂରି ଭୂରି ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ।ସମସ୍ତ ସେବାୟତ, ପୁରୀବାସୀଙ୍କୁ  ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ ପ୍ରଦାନ କରିଛନ୍ତି। ପଦ୍ମବିଭୂଷଣ ରଘୁନାଥ ମହାପାତ୍ର, ସୁବାସ ପାଣିଙ୍କୁ ମଧ୍ୟ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story