ବରମୁଣ୍ଡା ବସ୍‌ଷ୍ଟାଣ୍ଡ ହେବ ଇଣ୍ଟରଷ୍ଟେଟ୍ ବସ୍ ଟର୍ମିନାଲ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଗକୁ ଭୁବନେଶ୍ୱର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ପାଲଟିବ ଇଣ୍ଟରଷ୍ଟେଟ ବସ୍ ଟର୍ମିନାଲ। ନୂଆ ବସ୍ ଟର୍ମିନାଲ ହେବାକୁ ଥିବାରୁ ଆଜିଠାରୁ ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ଆରମ୍ଭ ହୋଇଛି ଉଚ୍ଛେଦ କାର୍ଯ୍ୟ।  ବିଡିଏ ପକ୍ଷରୁ ଆଜିଠୁ ଏହି ଉଚ୍ଛେଦ କାମ ଆରମ୍ଭ କରାଯାଉଛି । ୧୫.୦୫ ଏକର ସ୍ଥାନରେ ଇଣ୍ଟରଷ୍ଟେଟ୍ ବସ ଟର୍ମିନାଲ ନିର୍ମାଣ କରିବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ବ୍ରିଜ୍ ଆଣ୍ଡ ରୁଫସ କମ୍ପାନୀ ଇଣ୍ଡିଆ ଲିମିଟେଡ ପକ୍ଷରୁ ଏହି ଟର୍ମିନାଲ ତିଆରି ହେବ। […]

baramunda

baramunda

Tapaswini Nayak
  • Published: Saturday, 19 September 2020
  • Updated: 19 September 2020, 02:18 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଗକୁ ଭୁବନେଶ୍ୱର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ପାଲଟିବ ଇଣ୍ଟରଷ୍ଟେଟ ବସ୍ ଟର୍ମିନାଲ। ନୂଆ ବସ୍ ଟର୍ମିନାଲ ହେବାକୁ ଥିବାରୁ ଆଜିଠାରୁ ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ଆରମ୍ଭ ହୋଇଛି ଉଚ୍ଛେଦ କାର୍ଯ୍ୟ।  ବିଡିଏ ପକ୍ଷରୁ ଆଜିଠୁ ଏହି ଉଚ୍ଛେଦ କାମ ଆରମ୍ଭ କରାଯାଉଛି ।

୧୫.୦୫ ଏକର ସ୍ଥାନରେ ଇଣ୍ଟରଷ୍ଟେଟ୍ ବସ ଟର୍ମିନାଲ ନିର୍ମାଣ କରିବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ବ୍ରିଜ୍ ଆଣ୍ଡ ରୁଫସ କମ୍ପାନୀ ଇଣ୍ଡିଆ ଲିମିଟେଡ ପକ୍ଷରୁ ଏହି ଟର୍ମିନାଲ ତିଆରି ହେବ।

ନୂଆ ବସ୍ ଟର୍ମିନାଲରେ ବିଦ୍ୟୁତ୍ ଶକ୍ତି ନିରବଚ୍ଛିନ୍ନ ଭାବେ ଯୋଗାଇ ଦିଆଯିବ। ଏହା ସହ ଅଗ୍ନି ନିର୍ବାବକ ବ୍ୟବସ୍ଥା ସହ ଫାୟାର ଆଲାରାମ୍ ବ୍ୟବସ୍ଥା ରହିବ । ଏଠାକୁ ଆସୁଥିବା ଯାତ୍ରୀଙ୍କ ସୂଚନା ଲାଗି ଡିସପ୍ଲେ ବ୍ୟବସ୍ଥା କରାଯିବ।  ସେହିପରି ସୋଲାର ପାୱାର ସିଷ୍ଟମ, ସ୍ୱେରେଜ ସିଷ୍ଟମ ଟ୍ରିଟମେଣ୍ଟ ପ୍ଲାଣ୍ଟ, ଇଣ୍ଟରକମ୍ ଟେଲିକମ୍‌ ସିଷ୍ଟମ, ସୋଲାର ପାୱାର ସିଷ୍ଟମ ଆଦି ବ୍ୟବସ୍ଥା କରାଯିବ। ଏପଟେ ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ଦୋକାନ କରିଥିବା ଲୋକେ ଉଚ୍ଛେଦକୁ ବିରୋଧ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story