ବାତ୍ୟା ଅନୁଧ୍ୟାନକାରୀ ଟିମକୁ ଭେଟିଲା ବିଜେପି ପ୍ରତିନିଧି ଦଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) କେନ୍ଦ୍ରୀୟ ବାତ୍ୟା ଅନୁଧ୍ୟାନକାରୀ ଟିମକୁ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ନେତୃତ୍ୱରେ ବିଜେପି ପ୍ରତିନିଧି ଦଳ ଭେଟି ସ୍ଥିତି ସମ୍ପର୍କରେ ଅବଗତ କରାଇଛନ୍ତି। ଏଥିସହ ବିଭିନ୍ନ ଦାବି ଉପସ୍ଥାପନ କରିଛନ୍ତି।  ଏବେ ବି ଲୋକେପାଣି ଘେରରେ ଅଛନ୍ତି। ଲୁଣା ପାଣି ମାଡି ଯିବାରୁ ଅନେକ ଲୋକ ପିଇବା ପାଣି ପାଇପାରୁ ନାହାନ୍ତି । ପଲିଥିନ ବଣ୍ଟନରେ ବ୍ୟାପକ ଅନିୟମିତତା ଦର୍ଶାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅନୁଯାୟୀ ପଲିଥିନ କୋଟା ବଢାଇବାକୁ ଟିମ ଆଗରେ ଦାବି କରିଥିବା […]

pratap-sarangi-press-meet

pratap-sarangi-press-meet

Tapas Behera
  • Published: Tuesday, 08 June 2021
  • Updated: 08 June 2021, 06:34 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) କେନ୍ଦ୍ରୀୟ ବାତ୍ୟା ଅନୁଧ୍ୟାନକାରୀ ଟିମକୁ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ନେତୃତ୍ୱରେ ବିଜେପି ପ୍ରତିନିଧି ଦଳ ଭେଟି ସ୍ଥିତି ସମ୍ପର୍କରେ ଅବଗତ କରାଇଛନ୍ତି। ଏଥିସହ ବିଭିନ୍ନ ଦାବି ଉପସ୍ଥାପନ କରିଛନ୍ତି।  ଏବେ ବି ଲୋକେପାଣି ଘେରରେ ଅଛନ୍ତି। ଲୁଣା ପାଣି ମାଡି ଯିବାରୁ ଅନେକ ଲୋକ ପିଇବା ପାଣି ପାଇପାରୁ ନାହାନ୍ତି ।

ପଲିଥିନ ବଣ୍ଟନରେ ବ୍ୟାପକ ଅନିୟମିତତା ଦର୍ଶାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅନୁଯାୟୀ ପଲିଥିନ କୋଟା ବଢାଇବାକୁ ଟିମ ଆଗରେ ଦାବି କରିଥିବା କେନ୍ଦ୍ର ମନ୍ତ୍ରୀ କହିଛନ୍ତି। ସେହିପରି ବାତ୍ୟା ପ୍ରଭାବିତ ଜିଲ୍ଲାଗୁଡିକରେ ଅଗ୍ରାଧିକାରରେ ବଣ୍ଟନ, ସ୍ଥାୟୀ ଭିତ୍ତିଭୂମି ଦୃଢ଼ୀକରଣ ସହ ନଦୀ ବନ୍ଧ କାର୍ଯ୍ୟକୁ ସୁଦୃଢ କରିବାକୁ ପଡିବ ବୋଲି କେନ୍ଦ୍ରୀୟ ଟିମକୁ ଅବଗତ କରାଯାଇଛି।

ଏହି ପ୍ରତିନିଧି ଦଳରେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ପ୍ରମୁଖ ସାମିଲ ଥିଲେ।

ରାଜ୍ୟରେ ବାତ୍ୟା ‘ୟାସ’ କ୍ଷୟକ୍ଷତିର ଆକଳନ ପାଇଁ କେନ୍ଦ୍ରୀୟ ଟିମ୍ ରବିବାର ଓଡ଼ିଶାରେ ପହଞ୍ଚି ବାତ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରିଛନ୍ତି। ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବ ସୁନୀଲ କୁମାର ବର୍ଣ୍ଣଓ୍ୱାଲଙ୍କ ନେତୃତ୍ୱରେ ଏହି ଟିମ୍ ଆସିଛି। ଏହି ୭ ଜଣିଆ କେନ୍ଦ୍ରୀୟ ଟିମ୍ ପ୍ରଭାବିତ ହୋଇଥିବା ୪ ଜିଲ୍ଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଓ ମୟୂରଭଞ୍ଜ ଗସ୍ତ କରି ଅନୁଧ୍ୟାନ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story