ଜବତ ବିସ୍ଫୋରକ ଫୁଟି ଉଡ଼ିଗଲା ଥାନାର ଛାତ

କୋଣାର୍କ(ସଞ୍ଜୟ ପତି): ପୁରୀ ଜିଲ୍ଲା ବଳଙ୍ଗା ଥାନାର ମାଲଖାନାରେ ଗତକାଲି ବିଳମ୍ବିତ ରାତିରେ ବିସ୍ଫୋରଣ ହୋଇଛି। ଜବତ ହୋଇଥିବା ବିସ୍ଫୋରକ ଫୁଟି ଥାନାର ଛାତ ଉଡ଼ିଯାଇଛି। ସୌଭାଗ୍ୟ ବଶତଃ ଥାନାର ସେଣ୍ଟ୍ରି ସରୋଜ ବେହେରା ଏହି ବଡ଼ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ବିସ୍ଫୋରଣରେ ଥାନାଟି ସମ୍ପୂର୍ଣ୍ଣ ଭାଙ୍ଗିଯାଇଥିବା ବେଳେ ଅନେକ କାଗଜପତ୍ର ଓ ଆସବାବପତ୍ର ନଷ୍ଟ ହୋଇଯାଇଛି। ପୁରୀ ଏସ୍‌ପି ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସୂଚନା ଅନୁସାରେ, ବଳଙ୍ଗା ଥାନାର ମାଲଖାନାରେ ଜବତ ବିସ୍ଫୋରକ ସାମଗ୍ରୀ […]

puri-blast

puri-blast

Tapaswini Nayak
  • Published: Tuesday, 28 September 2021
  • Updated: 28 September 2021, 11:58 AM IST

Sports

Latest News

କୋଣାର୍କ(ସଞ୍ଜୟ ପତି): ପୁରୀ ଜିଲ୍ଲା ବଳଙ୍ଗା ଥାନାର ମାଲଖାନାରେ ଗତକାଲି ବିଳମ୍ବିତ ରାତିରେ ବିସ୍ଫୋରଣ ହୋଇଛି। ଜବତ ହୋଇଥିବା ବିସ୍ଫୋରକ ଫୁଟି ଥାନାର ଛାତ ଉଡ଼ିଯାଇଛି। ସୌଭାଗ୍ୟ ବଶତଃ ଥାନାର ସେଣ୍ଟ୍ରି ସରୋଜ ବେହେରା ଏହି ବଡ଼ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି।

ବିସ୍ଫୋରଣରେ ଥାନାଟି ସମ୍ପୂର୍ଣ୍ଣ ଭାଙ୍ଗିଯାଇଥିବା ବେଳେ ଅନେକ କାଗଜପତ୍ର ଓ ଆସବାବପତ୍ର ନଷ୍ଟ ହୋଇଯାଇଛି। ପୁରୀ ଏସ୍‌ପି ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି।

ସୂଚନା ଅନୁସାରେ, ବଳଙ୍ଗା ଥାନାର ମାଲଖାନାରେ ଜବତ ବିସ୍ଫୋରକ ସାମଗ୍ରୀ ରଖାଯାଇଥିଲା। କୌଣସି କାରଣରୁ ଗତକାଲି ରାତି ୧୨ଟା ସମୟରେ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣ ଶବ୍ଦ ଶୁଣି ଥାନାର ସେଣ୍ଟ୍ରି ସରୋଜ ବେହେରା ବାହାରକୁ ଦୌଡ଼ିକୁ ପଳାଇ ଯାଇଥିଲେ। ବିସ୍ଫୋରଣ ସମୟରେ ଥାନାରେ ଅନ୍ୟ କୌଣସି କର୍ମଚାରୀ ନଥିଲେ।

କେଉଁ କାରଣରୁ ବିସ୍ଫୋରଣ ହେଲା, ସେ ନେଇ କିଛି ସ୍ପଷ୍ଟ ହୋଇନାହିଁ।

କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ କହିଛନ୍ତି ଯେ ଆଡିସ୍‌ନାଲ ଏସ୍‌ପିଙ୍କୁ ଘଟଣାର ତଦନ୍ତ ପାଇଁ ଦାୟିତ୍ୱ ଦିଆଯାଇଛି। ତଦନ୍ତ ରିପୋର୍ଟ ମିଳିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଜବତ ବିସ୍ଫୋରକକୁ କାହିଁକି ନିଷ୍କ୍ରିୟ କରାଯାଇ ନଥିଲା, ତା’ର ତଦନ୍ତ ହେବ।

ସେ ଆହୁରି କହିଛନ୍ତି, ପିପିଲି ଉପନିର୍ବାଚନ ଦୃଷ୍ଟିରୁ ଆଇନଶୃଙ୍ଖଳାକୁ ଗୁରୁତ୍ୱ ଦିଆଯାଇଛି। ସବୁଠି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଭୟଭୀତ ହେବାର କାରଣ ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story