ବୀରମିତ୍ରପୁର (ଓଡ଼ିଶା ରିପୋର୍ଟର): ୧୪୩ ନମ୍ୱର ଜାତୀୟ ରାଜପଥରେ ଆଜି ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଫଳରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୧୮ ଜଣ ଗୁରୁତର ଆହତ ହୋଇଛନ୍ତି।
ବୀରମିତ୍ରପୁରରୁ ରାଉରକେଲା ଆସୁଥିଲା ‘ରାହୁଲ୍’ ନାମକ ଏକ ଘରୋଇ ବସ୍। ତେବେ ୧୪୩ ନମ୍ବର ଜାତୀୟ ରାଜପଥ ଲାସେ ନିକଟରେ ବସ୍ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୧୮ ଜଣ ଗୁରୁତର ଆହତ ହୋଇଥିଲେ। ଆହତମାନଙ୍କୁ ବୀରମିତ୍ରପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ରାଉରକେଲା ସରକାରୀ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।