ଟ୍ରକ୍‌ ପଛରେ ପିଟି ହେଲା ବୋଲେରୋ; ଦମ୍ପତି ମୃତ, ଡ୍ରାଇଭର ଗୁରୁତର

କେନ୍ଦୁଝର (ପ୍ରଣୟ କୁମାର ପାଣି): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ପଳାସପଙ୍ଗା ନିକଟରେ ଟ୍ରକ୍‌ ପଛରେ ବୋଲେରୋ ପିଟି ହୋଇଯିବାରୁ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ମୃତକମାନେ ହେଲେ ବାଲାଗୁଡ଼ା ଗାଁର ବଲ୍ଲଭ ମହାକୁଡ଼ ଓ ତାଙ୍କ ପତ୍ନୀ ବୀଣାଦେବୀ। ଗୁରୁତର ଭାବେ ଆହତ ବୋଲେରୋ ଡ୍ରାଇଭରଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ମହାକୁଡ଼ ଦମ୍ପତି ବୋଲେରୋ ଯୋଗେ କେନ୍ଦୁଝରରୁ ବାଲାଗୁଡ଼ା ଫେରୁଥିବା […]

truck

truck

Jitendra Garnayak
  • Published: Thursday, 04 April 2019
  • Updated: 04 April 2019, 01:49 PM IST

Sports

Latest News

କେନ୍ଦୁଝର (ପ୍ରଣୟ କୁମାର ପାଣି): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ପଳାସପଙ୍ଗା ନିକଟରେ ଟ୍ରକ୍‌ ପଛରେ ବୋଲେରୋ ପିଟି ହୋଇଯିବାରୁ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି।

bolero1ମୃତକମାନେ ହେଲେ ବାଲାଗୁଡ଼ା ଗାଁର ବଲ୍ଲଭ ମହାକୁଡ଼ ଓ ତାଙ୍କ ପତ୍ନୀ ବୀଣାଦେବୀ। ଗୁରୁତର ଭାବେ ଆହତ ବୋଲେରୋ ଡ୍ରାଇଭରଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

dead1ଆଜି ସକାଳେ ମହାକୁଡ଼ ଦମ୍ପତି ବୋଲେରୋ ଯୋଗେ କେନ୍ଦୁଝରରୁ ବାଲାଗୁଡ଼ା ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଘନ କୁହୁଡ଼ି ଯୋଗୁ ଏ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଘନ କୁହୁଡ଼ି ଯୋଗୁ ବୋଲେରୋ ଡ୍ରାଇଭର ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଟ୍ରକ୍‌କୁ ଦେଖିପାରି ନଥିଲେ ଓ ତା’ ପଛରେ ପିଟି ଦେଇଥିଲେ। ବଲ୍ଲଭଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା। ଡାକ୍ତରଖାନା ନେବା ବାଟରେ ତାଙ୍କ ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିଲା।

ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story