ଫଣା ଟେକିଲାଣି ମହାମାରୀ, ସୀମାରେ ଆଲର୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦିନୁ ଦିନ କରୋନା ସ୍ଥିତି ଅଧିକ ଭୟଙ୍କର ହେଉଛି।  ଦିନକରେ ଲକ୍ଷେ ଟପିଛି ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୩ ହଜାର ୫୫୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୪୭୮ ଜଣ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି। ସେହିପରି ରାଜ୍ୟରେ ବି ୫୦୦ ଡେଇଁଛି ଦୈନିକ ପଜିଟିଭ ସଂଖ୍ୟା। ଗତ ୩ ଦିନ ହେଲା ୫୦୦ ମୁହାଁ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ୫୭୩ରେ  ପହଞ୍ଚି […]

nbv

nbv

Tapas Behera
  • Published: Monday, 05 April 2021
  • Updated: 05 April 2021, 05:24 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦିନୁ ଦିନ କରୋନା ସ୍ଥିତି ଅଧିକ ଭୟଙ୍କର ହେଉଛି।  ଦିନକରେ ଲକ୍ଷେ ଟପିଛି ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୩ ହଜାର ୫୫୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୪୭୮ ଜଣ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି। ସେହିପରି ରାଜ୍ୟରେ ବି ୫୦୦ ଡେଇଁଛି ଦୈନିକ ପଜିଟିଭ ସଂଖ୍ୟା।

ଗତ ୩ ଦିନ ହେଲା ୫୦୦ ମୁହାଁ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ୫୭୩ରେ  ପହଞ୍ଚି ଯାଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସୀମାବର୍ତ୍ତୀ ଅଞ୍ଚଳ ଗୁଡ଼ିକରେ ଅଧିକ ନଜର ରଖାଯାଇଛି।  ବିଶେଷକରି  ଛତିଶଗଡ଼ରୁ ଯେଉଁମାନେ ଓଡ଼ିଶା ଆସୁଛନ୍ତି ସେମାନଙ୍କର ଟେଷ୍ଟିଂ ଓ ଟ୍ରେସିଂ କରାଯାଉଛି । ସୀମାବର୍ତ୍ତୀ ଜିଲ୍ଲାରେ ସଂକ୍ରମଣ ବଢୁଥିବାରୁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଆଲର୍ଟ ଅଛନ୍ତି ।

ଆବଶ୍ୟକତା ଅନୁଯାୟୀ ପଦକ୍ଷେପ ନେବାକୁ ସୀମାନ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦେଶ ଦିଆଯାଇଛି । ଯେଉଁ ସୀମାନ୍ତ ଜିଲ୍ଲାରେ ସଂକ୍ରମଣ ବଢୁଛି ସେଠି ଟିକାକରଣକୁ ତ୍ୱରାନ୍ୱିତ କରିବାକୁ ସିଡିଏମଓ ଓ ଜିଲ୍ଲାପାଳ ମାନଙ୍କୁ କୁହାଯାଇଛି ଓ ଶାରିରୀକ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ଅଧିକ ଫୋକସ ପାଇଁ କୁହାଯାଇଥିବା ପରିବାର କଲ୍ୟାଣ ନିର୍ଦେଶକ ସୂଚନା ଦେଇଛନ୍ତି ।

ସେହିପରି ରାଜ୍ୟରେ କୋଭାସିଲିଡ଼ ଟିକା ୬ ଲକ୍ଷ ରହିଛି । ଯାହା ଆଉ ମାତ୍ର ୨ ଦିନ ଯିବ । ତେଣୁ ଶୀଘ୍ର ଅଧିକ ଟିକା ଯୋଗାଇବାକୁ କେନ୍ଦ୍ରକୁ କୁହାଯାଇଛି। ତେବେ କୋଭାକ୍‌ସିନ୍ ଟିକା ରାଜ୍ୟରେ ପ୍ରଚୁର ପରିମାଣରେ ମହଜୁଦ ରହିଛି ଓ ରାଜ୍ୟରେ ୧ କୋଟି ୧୬ ଲକ୍ଷ ଲୋକଙ୍କୁ ଟିକାକରଣର ଟାର୍ଗେଟ ରହିଥିବା କହିଛନ୍ତି ବିଜୟ ପାଣିଗ୍ରାହୀ। ବର୍ତ୍ତମାନ ସୁଦ୍ଧା ୩୩ ଲକ୍ଷ ୪ ହଜାର ୭୩୨ଜଣଙ୍କୁ ଟିକା ଦିଆଯାଇ ସାରିଲାଣି । କେନ୍ଦ୍ରର ନିୟମ ଅନୁଯାୟୀ ସମୁଖ ଯୋଦ୍ଧା ଓ ସ୍ୱାସ୍ଥ୍ୟ କର୍ମୀଙ୍କର ନୂଆ ରେଜିଷ୍ଟ୍ରେସନ ହୋଇ ପାରୁନି ବୋଲି ସେ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story