ବାଲେଶ୍ବର ବାହାନଗା ଟ୍ରେନ ଦୁର୍ଘଟଣାର ମୃତ୍ୟୁ ସଂଖ୍ୟା ନେଇ ମୁଖ୍ୟ ସଚିବଙ୍କ ସୂଚନା। ଦୁର୍ଘଟଣାର ସଠିକ୍ ମୃତ୍ୟୁ ସଂଖ୍ୟା ୨୭୫ ବୋଲି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ‘ଗଣତିରେ ବିଭିନ୍ନ ତ୍ରୁଟି ଯୋଗୁଁ ମୃତ୍ୟୁ ସଂଖ୍ୟା ସଠିକ୍ ନଥିଲା। ବାରମ୍ବାର ଯାଞ୍ଚ ପରେ ସଠିକ୍ ସଂଖ୍ୟା ନିର୍ଦ୍ଧାରଣ କରାଯାଇଛି। ୨୭୫ ମୃତଦେହରୁ ୮୮ଟି ଚିହ୍ନଟ, ୧୮୭ଟି ଚିହ୍ନଟ ହୋଇପାରିନି। ଚିହ୍ନଟ ୮୮ ମୃତଦେହରୁ ୭୮ଟି ମୃତଦେହ ହସ୍ତାନ୍ତର କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Odisha
ମା' ଜାଣିନି ପୁଅ ବଂଚିଛି କି ମରିଛି
ଭୟଙ୍କର ରେଳ ଦୁର୍ଘଟଣାର ମୃତଦେହ ସଂପର୍କରେ ଜାଣିବାକୁ ବିଏମ୍ସି ପକ୍ଷରୁ ହେଲପ ଲାଇନ ଜାରି କରଯାଇଛି। ଭୁବନେଶ୍ୱରକୁ ଅଣାଯାଇଥିବା ୧୬୦ ମୃତଦେହ ସମ୍ପର୍କରେ ଜାଣିବାକୁ ବିଏମସି ପକ୍ଷରୁ ଏପରି ବ୍ୟବସ୍ଥା କରାଯାଇଛି। ବିଏମ୍ସି ପକ୍ଷରୁ ଜାରି କରାଯାଇଥିବା ହେଲପ ଲାଇନ ହେଲା ୧୯୨୯।
Odisha
ପୁଟିନଙ୍କ ସମେତ ପୂରା ବିଶ୍ୱର ଶୋକ
ଶୁକ୍ରବାର ସନ୍ଧ୍ୟାରେ ଓଡ଼ିଶାର ବାଲେଶ୍ୱରରେ ଘଟିଥିବା ଭୟଙ୍କର ରେଳ ଦୁର୍ଘଟଣାକୁ ନେଇ ପୂରା ବିଶ୍ୱ ଶୋକ ପ୍ରକାଶ କରିଛି। ଏହି ଦୁର୍ଘଟଣାରେ ୨୭୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧ ହଜାରରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।
Odisha
ଜଣାପଡ଼ିଲା ମୂଳ କାରଣ
ବାଲେଶ୍ୱର ବାହାନଗାରେ ହୋଇଥିବା ଟ୍ରେନ ଦୁର୍ଘଟଣାର ମୂଳ କାରଣ ଜଣାପଡ଼ିଛି ବୋଲି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରବିବାର ଗଣମାଧ୍ୟମକୁ କହିଛନ୍ତି। ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଇଲେକ୍ଟ୍ରୋନିକ୍ ଇଣ୍ଟରଲକିଂ ସିଷ୍ଟମରେ ପରିବର୍ତ୍ତନ ଯୋଗୁ ଏହି ଦୁର୍ଘଟଣା ଘଟିଛି।
Odisha
ବାହାନଗା ଟ୍ରାଜେଡିରେ ରିଅଲ ହିରୋ
ବାଲେଶ୍ୱର ଜିଲ୍ଲାର ବାହାନଗାଠାରେ ଭୟାବହ ଟ୍ରେନ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୨୮୮ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଏବେ ଉଦ୍ଧାର କାର୍ଯ୍ୟ ସରିଛି। ଚିହ୍ନଟ ହୋଇପାରି ନଥିବା ୧୬୦ ମୃତଦେହକୁ ଭୁବନେଶ୍ୱରକୁ ଅଣାଯାଇଛି।