‘ମୃତ ସଂଖ୍ୟା 275’ | Odisha Reporter
Advertisment
ବାଲେଶ୍ବର ବାହାନଗା ଟ୍ରେନ ଦୁର୍ଘଟଣାର ମୃତ୍ୟୁ ସଂଖ୍ୟା ନେଇ ମୁଖ୍ୟ ସଚିବଙ୍କ ସୂଚନା। ଦୁର୍ଘଟଣାର ସଠିକ୍ ମୃତ୍ୟୁ ସଂଖ୍ୟା ୨୭୫ ବୋଲି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ‘ଗଣତିରେ ବିଭିନ୍ନ ତ୍ରୁଟି ଯୋଗୁଁ ମୃତ୍ୟୁ ସଂଖ୍ୟା ସଠିକ୍ ନଥିଲା। ବାରମ୍ବାର ଯାଞ୍ଚ ପରେ ସଠିକ୍ ସଂଖ୍ୟା ନିର୍ଦ୍ଧାରଣ କରାଯାଇଛି। ୨୭୫ ମୃତଦେହରୁ ୮୮ଟି ଚିହ୍ନଟ, ୧୮୭ଟି ଚିହ୍ନଟ ହୋଇପାରିନି। ଚିହ୍ନଟ ୮୮ ମୃତଦେହରୁ ୭୮ଟି ମୃତଦେହ ହସ୍ତାନ୍ତର କରାଯାଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us