ପୁରୀ(ଓଡ଼ିଶା ରିପୋର୍ଟର): ଧାର୍ଯ୍ୟ ସମୟ ପୂର୍ବରୁ ପୁରୀ ଜିଲ୍ଲାରେ କୋହଳ ହେଲା କର୍ଫ୍ୟୁ। ତିନି ରଥ ଶରଧାବାଲିରେ ଲାଗିବା ପରେ କର୍ଫ୍ୟୁ କୋହଳ କାରଯାଇଛି। ଏନେଇ ପୁରୀ ଜିଲ୍ଲାପାଳ ବଲୱନ୍ତ ସିଂହ ସୂଚନା ଦେଇଛନ୍ତି। ଆଜି ସନ୍ଧ୍ୟା ୭ରୁ ଜିଲ୍ଲାରୁ କର୍ଫ୍ୟୁ ହଟାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।
ତେବେ ପୁରୀ ସହରର କେତେକ ନିର୍ଦ୍ଦିଷ୍ଟ ସ୍ଥାନରେ କର୍ଫ୍ୟୁ ବଳବତ୍ତର ରଖିବାକୁ ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ। ବଡ଼ଶଙ୍ଖଠାରୁ ମାଟିଆପଡ଼ା ବସ୍ଷ୍ଟାଣ୍ଡ ଗୋଲେଇ ଅଞ୍ଚଳରେ କର୍ଫ୍ୟୁ ଜାରି ରହିବ। ଏପଟେ ରଥଟଣା କାର୍ଯ୍ୟ ଓ ଶ୍ରୀଜିଉଙ୍କ ନୀତି ଶୃଙ୍ଖଳିତ ଭାବେ ଶେଷ ହୋଇଥିବାରୁ ସେବାୟତଙ୍କୁ ସାଧୁବାଦ ଜଣାଇବା ସହ ସେବାୟତଙ୍କୁ ତୃତୀୟ କିସ୍ତିର ୫ ହଜାର ଟଙ୍କା ଦେବାକୁ ଘୋଷଣା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର। ରଥ ଟାଣିଥିବା ସେବାୟତଙ୍କୁ ସ୍ୱତନ୍ତ୍ର ଭାବେ ଏହି ପାଳିଆ ପୁରସ୍କାର ପ୍ରଦାନ କରାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପ୍ରଧାନମନ୍ତ୍ରୀ ମୋଦି କରିବେନି ରୋଡ୍ ଶୋ’, ରିପୋର୍ଟ କାର୍ଡ ଦେବେ ମୋହନ ସରକାର
ସ୍ୱାଧୀନତା ପରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବଭାରତୀୟ ପୁଲିସ ଡିଜି ସମ୍ମିଳନୀ ଆୟୋଜନ ହେଉଛି । ସମ୍ମିଳନୀର ଦ୍ୱିତୀୟ ଦିନ ଅର୍ଥାତ୍ ନଭେମ୍ବର ୩୦ତାରିଖରେ ପ୍ରଧାନମନ୍ତ୍ରୀ ଏହି ସମ୍ମିଳନୀରେ ଯୋଗ ଦେଇ ଡିସେମ୍ବର ୧ରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।
Jobs
ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ନିଯୁକ୍ତ ହୋଇପାରନ୍ତି ମହିଳା
୮୨୬ ଜଣ ଆଗ୍ନିକ ଓ ୧୧୫ ଜଣ ଆଗ୍ନିକ ଗାଡିଚାଳକଙ୍କୁ ନିଯୁକ୍ତିପତ୍ର ପ୍ରଦାନ।
Crime
ପୁଲିସ୍ ଓ ଓକିଲ କହି ଟଙ୍କା ଆଦାୟ କରୁଥିଲେ ଦୁଇ ଯୁବକ
ଅଭିଯୋଗ ଅନୁସାରେ ଦୁଇ ଧ୍ରୁତ ହେଉଛନ୍ତି ନୟାଗଡ ଜିଲ୍ଲା ସରୋଡା ଗାଁର କାର୍ତ୍ତିକ ରାଉତରାୟ ଓ ଏକାନ ପାଣି। ଏମାନେ କୁଆଡେ ଜାନୁଆରୀ ୨୩ ତାରିଖରେ ଚାଲାଣଗୁଡା ସରପଞ୍ଚ ଇରମା ମାଢ଼ିଙ୍କୁ ଫୋନ୍ କରିଥିଲେ।
Politics
ନିର୍ବାଚନ ପୂର୍ବରୁ ବିଜେଡି ସରକାର ବାଣ୍ଟିଥିଲେ ୨୫୨କୋଟି ଟଙ୍କାର ଝୋଟବ୍ୟାଗ
ରାଜ୍ୟବାସୀ ବିଜେଡି ସରକାରକୁ ବାଏବାଏ କରି ବିଜେପି ସରକାରକୁ କ୍ଷମତାସୀନ କରିବା ପରେ ଏହି ତଥ୍ୟ ପଦାକୁ ଆସିଛି ।
Miscellaneous
ଯୁଦ୍ଧଭୂମିର ଭ୍ରମ; ପୁରୀରେ ଘୁଁ ଘୁଁ ଗର୍ଜନ କରୁଛନ୍ତି ଯୁଦ୍ଧ ଟ୍ୟାଙ୍କ
ବାହ୍ୟ ଶତ୍ରୁ ଆକ୍ରମଣର ମୁକାବିଲା ସହ ପରାକ୍ରମ ଦେଖାଇବାକୁ କେତେ ସଜାଗ ଭାରତୀୟ ନୌସେନା, ସେନେଇ ପ୍ରଦର୍ଶିତ ହେବ ଦୁଃସାହସିକ ରଣକୌଶଳ।