ନୟାଗଡ଼ ଜିଲ୍ଲାପାଳଙ୍କ ନାଁରେ ଲାଞ୍ଚଖିଆ ଅଭିଯୋଗ | Odisha Reporter
Advertisment
ନୟାଗଡ଼ ଜିଲ୍ଲାପାଳ ଲାଞ୍ଚ ମାଗୁଥିବା ଅଭିଯୋଗ ହୋଇଛି। ଲକ୍ଷେ କି ଦୁଇ ଲକ୍ଷ ନୁହେଁ, ୨୫ ଲକ୍ଷ ଟଙ୍କା ଲାଞ୍ଚ ମାଗୁଥିବା ଅଭିଯୋଗ ହୋଇଛି। ଖଣି ଲିଜ୍ଧାରୀ ଏନେଇ ଅଭିଯୋଗ କରିବା ପରେ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଚାନ୍ଦପୁର ଥାନା ପୁଲିସ ଜିଲ୍ଲାପାଳଙ୍କ ସମେତ ୪ ଜଣଙ୍କ ନାଁରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ତେବେ ଏପରି ଅଭିଯୋଗକୁ ନୟାଗଡ଼ ଜିଲ୍ଲାପାଳ ରବୀନ୍ଦ୍ରନାଥ ସାହୁ ଖଣ୍ଡନ କରିଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us