ଭଦ୍ରକ ଓ ଢେଙ୍କାନାଳ ଜିଲ୍ଲାପାଳ ବଦଳିଲେ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ୨ ଜିଲ୍ଲାପାଳଙ୍କ ସମେତ ୫ଜଣ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ ବଦଳି କରିଛନ୍ତି। ଭଦ୍ରକ ଓ ଢେଙ୍କାନାଳ ଜିଲ୍ଲାପାଳଙ୍କୁ ବଦଳି କରି ସେଠାରେ ପୁଣିଥରେ ୨ଜଣ ଓଏଏସ ଅଫିସରଙ୍କୁ ଜିଲ୍ଲାପାଳ ଭାବେ ଅବସ୍ଥାପିତ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଭଦ୍ରକ ଜିଲ୍ଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ପଂଚାୟତିରାଜ ବିଭାଗର ନିର୍ଦ୍ଦେଶକ ଓ ଢେଙ୍କାନାଳ ଜିଲ୍ଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କୁ ଆୟୁଷ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ସେହିପରି […]

ias-1-1

ias-1-1

Ordigital Desk
  • Published: Monday, 09 August 2021
  • Updated: 09 August 2021, 06:28 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ୨ ଜିଲ୍ଲାପାଳଙ୍କ ସମେତ ୫ଜଣ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ ବଦଳି କରିଛନ୍ତି। ଭଦ୍ରକ ଓ ଢେଙ୍କାନାଳ ଜିଲ୍ଲାପାଳଙ୍କୁ ବଦଳି କରି ସେଠାରେ ପୁଣିଥରେ ୨ଜଣ ଓଏଏସ ଅଫିସରଙ୍କୁ ଜିଲ୍ଲାପାଳ ଭାବେ ଅବସ୍ଥାପିତ କରିଛନ୍ତି।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଭଦ୍ରକ ଜିଲ୍ଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ପଂଚାୟତିରାଜ ବିଭାଗର ନିର୍ଦ୍ଦେଶକ ଓ ଢେଙ୍କାନାଳ ଜିଲ୍ଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କୁ ଆୟୁଷ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ସେହିପରି ଓଡ଼ିଶା ମଦ ନିଗମର ପରିଚାଳନା ନିର୍ଦ୍ଦେଶକ  ତଥା ବରିଷ୍ଠ ଓଏଏସ୍ ସରୋଜ କୁମାର ସେଠୀଙ୍କୁ ଢେଙ୍କାନାଳ ଜିଲ୍ଲାପାଳ ଏବଂ ଆୟୁଷ ନିର୍ଦ୍ଦେଶକ ତଥା ବରିଷ୍ଠ ଓଏଏସ୍ ତ୍ରିଲୋଚନ ମାଝୀଙ୍କୁ ଭଦ୍ରକ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି।
ପଂଚାୟତିରାଜ ବିଭାଗର ନିର୍ଦ୍ଦେଶକ ଉମାକାନ୍ତ ତ୍ରିପାଠୀଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି।
ସୂଚନାଯୋଗ୍ୟ, ଜ୍ଞାନରଞ୍ଜନ ଦାସ ଭଦ୍ରକ ଜିଲ୍ଲାପାଳ ଭାବେ ୨୦୧୭ ମସିହାରୁ ଓ ଭୂମେଶ ଚନ୍ଦ୍ର ବେହେରା ୨୦୧୯ ମସିହାରୁ ଢେଙ୍କାନାଳ ଜିଲ୍ଲାପାଳ ଭାବେ କାର୍ଯ୍ୟରତ ଥିଲେ। ଜ୍ଞାନରଞ୍ଜନଙ୍କୁ ସରକାର ପଂଚାୟତିରାଜ ବିଭାଗକୁ ଆଣି ପଂଚାୟତ ନିର୍ବାଚନ ପାଇଁ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ଲକ୍ଷ୍ୟ ରଖିଥିବା ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story