‘ସିସିଟିଭି ନଥିଲେ ବାତିଲ ହେବ ପରୀକ୍ଷା କେନ୍ଦ୍ର’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସିସିଟିଭି ନଥିଲେ ବାତିଲ ହେବ ପରୀକ୍ଷା କେନ୍ଦ୍ର । ଆସନ୍ତା ମେ ୧୮ରୁ ଜୁନ୍ ୧୨ ଯାଏ ଯୁକ୍ତ ୨ ପରୀକ୍ଷା ଅନୁଷ୍ଠିତ ହେବା ଥିବା ବେଳେ ତା’ ପୂର୍ବରୁ ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ କଡ଼ା ନିର୍ଦ୍ଦେଶନାମା ଜାରି କରିଛନ୍ତି  ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ । ଯେଉଁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲାଗିନଥିବ, ସେଠାରେ ପରୀକ୍ଷା କରାଯିବ ନାହିଁ ବୋଲି ମଧ୍ୟ ସିଏଚ୍ଏସଇ ପକ୍ଷରୁ ସ୍ପଷ୍ଟ ଭାବେ କୁହାଯାଇଛି। ଆସନ୍ତା […]

Exam

Exam

Niharika Rout
  • Published: Wednesday, 14 April 2021
  • Updated: 14 April 2021, 08:33 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସିସିଟିଭି ନଥିଲେ ବାତିଲ ହେବ ପରୀକ୍ଷା କେନ୍ଦ୍ର । ଆସନ୍ତା ମେ ୧୮ରୁ ଜୁନ୍ ୧୨ ଯାଏ ଯୁକ୍ତ ୨ ପରୀକ୍ଷା ଅନୁଷ୍ଠିତ ହେବା ଥିବା ବେଳେ ତା’ ପୂର୍ବରୁ ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ କଡ଼ା ନିର୍ଦ୍ଦେଶନାମା ଜାରି କରିଛନ୍ତି  ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ । ଯେଉଁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲାଗିନଥିବ, ସେଠାରେ ପରୀକ୍ଷା କରାଯିବ ନାହିଁ ବୋଲି ମଧ୍ୟ ସିଏଚ୍ଏସଇ ପକ୍ଷରୁ ସ୍ପଷ୍ଟ ଭାବେ କୁହାଯାଇଛି।

ଆସନ୍ତା ୨୫ ତାରିଖ ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲାଗିଥିବା ରିପୋର୍ଟ ଶିକ୍ଷା ପରିଷଦ ପାଖରେ ଦାଖଲ କରିବାକୁ ହେବ। ଏହି ରିପୋର୍ଟ ଦାଖଲ କରାନଗଲେ, ସଂପୃକ୍ତ କଲେଜରେ ହେଉଥିବା ପରୀକ୍ଷା କେନ୍ଦ୍ରକୁ ବାତିଲ କରାଯିବ । ଏହାସହ କଲେଜ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସରକାରଙ୍କୁ ସୁାପରିଶ କରାଯିବ ବୋଲି ପରୀକ୍ଷା ନିୟନ୍ତ୍ରକ ନିଜ ଚିଠିରେ ଉଲ୍ଲେଖ କରିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story