ଜାନୁଆରୀ ୨୯ ତାରିଖରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କଲା ଏଏସଆଇ ଗୋପାଳ ଦାସ। ତେବେ ଗୋପାଳ କାହିଁକି ନବ ଦାସଙ୍କୁ ହତ୍ୟା କଲା ଓ ତା’ ପଛରେ କିଏ ଅଛି ତାର ଉତ୍ତର ମିଳିଲା ନାହିଁ। ଏହା ପଛରେ ବ୍ୟକ୍ତିଗତ ରାଗ, ରାଜନୈତିକ ନା ବ୍ୟବସାୟିକ ଶତ୍ରୁତା ରହିଛି ତାହା ୨ ମାସ ପରେ ବି ସ୍ପଷ୍ଯ ହୋଇପାରିଲା ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବାପପୁଅ ପାଲଟିଗଲେ ଜହ୍ଲାଦ; ୪ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ପିଟିଲେ, ଜଣେ ମୃତ
ଚୋରି ସନ୍ଦେହରେ ବାପପୁଅ ପାଲଟିଗଲେ ଜହ୍ଲାଦ । ଘଟାଇଲେ ତାଲବାନୀ ବର୍ବରତା । ଗାଁର କିଛି ଯୁବକଙ୍କୁ ଉଠାଇ ଆଣି ଖୁଣ୍ଟରେ ବାନ୍ଧି ନିଷ୍ଣୁର ପିଟିଲେ। ସେମାନଙ୍କ ଚିତ୍କାର ବି ବାପପୁଅଙ୍କ ମନକୁ ତରଳାଇ ପାରିଲାନି।
Politics
ତାରାଙ୍କ ଚେତାବନୀ- ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ
'ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ ବି ପଛାଇବୁ ନାହିଁ।’
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।