ଶୁକ୍ରବାର ମାଟ୍ରିକ ପରୀକ୍ଷା ଦେବା ପାଇଁ ଛାତ୍ର ଜଣଙ୍କ ସ୍କୁଲରେ ପହଞ୍ଚିଥିଲେ। ହେଲେ ଗେଟରୁ ହିଁ ତାଙ୍କୁ ବିଦା କରିଦେଲେ ଶିକ୍ଷୟତ୍ରୀ। ଯେଉଁଠି ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଜଣେ ଶିକ୍ଷକ ବା ଶିକ୍ଷୟତ୍ରୀଙ୍କ ହାତରେ ଥାଏ ସେଠି ଶିକ୍ଷୟିତ୍ରୀ ହିତାହତ ଜ୍ଞାନ ଭୁଲିଯାଇଥିଲେ। ନୟାଗଡ଼ ଦଶପଲ୍ଲା ଥାନା କୃଷ୍ଣଚନ୍ଦ୍ରପୁର ପାଟଣା ଗ୍ରାମରୁ ଏପରି ଅଭିଯୋଗ ଆସିଛି। ଗ୍ରାମର ପ୍ରମୋଦ ନାୟକଙ୍କ ପୁଅ ପ୍ରଦୀପ ନାୟକ ରାଧା ମୋହନ ନୋଡାଲ ଉଚ୍ଚ ବିଦ୍ୟାଳୟରେ ପାଠ ପଢନ୍ତି । ଶୁକ୍ରବାର ସକାଳ ୭ଟାରେ ଦଶପଲ୍ଲା ବାଳକ ଉଚ୍ଚ ବିଦ୍ୟାଳୟକୁ ଦଶମ ପରୀକ୍ଷା ଦେବାକୁ ଯାଉଥିଲେ। ହେଲେ ସେ ୟୁନିଫର୍ମରେ ନଥିବାରୁ ଛାତ୍ରକୁ ପରୀକ୍ଷା ପାଇଁ ଅନୁମତି ଦିଆଯାଇ ନଥିଲା ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।