ବିଭୁ ଷଡ଼ଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ସରକାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆୟୁଷ ନିର୍ଦ୍ଦେଶକ ବିଭୁ ପ୍ରସାଦ ଷଡ଼ଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର। OAS ବିଭୁ ଷଡ଼ଙ୍ଗୀ ସ୍ୱତନ୍ତ୍ର ସଚିବ ପାହ୍ୟା ଅଫିସର ଥିଲେ।

ବିଭୁଙ୍କ ନାଁରେ ମହିଳା ସହକର୍ମୀଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ଥିଲା। ଜୁଲାଇ ୯ ତାରିଖରେ ବିଭୁଙ୍କୁ ଗିରଫ କରିଥିଲା ମହିଳା ଥାନା ପୁଲିସ। ଏହାକୁ ନେଇ ସେ ବିବାଦରେ ଫସି ରହିଥିଲେ। ବିଭୁ ଗିରଫ ହେବାରୁ ତାଙ୍କୁ ସରକାର ଚାକିରିରୁ ନିଲମ୍ବିତ କରିଥିଲେ।

ଆହୁରି ପଢ଼ନ୍ତୁ

ନିର୍ବାଚନୀ ଲଲିପପ୍ : ତିର୍ତ୍ତୋଲରେ ବ୍ରିଜ୍ ଓ ବାଲେଶ୍ୱରରେ ଆଦର୍ଶ ବସ୍ତି କଲୋନୀର ଶିଳାନ୍ୟାସ

ବିଜେଡି ବିଧାୟକ ଦଳ ବୈଠକ: କେନ୍ଦ୍ରକୁ ବିରୋଧ ପାଇଁ ବି ଭୟ

ସୁସ୍ଥ ହେଲେ ୪୦୧୪

ସଫଳ ହୋଇଛି ପ୍ୟାରୀଙ୍କ ବିଦ୍ରୋହ!

ନୂଆ ରାସ୍ତାରେ ପାଦ ଥାପିଲେ ବର୍ଷା

ଆଜି ଆଉ ୩୪୨ ଆକ୍ରାନ୍ତ ଚିହ୍ନଟ

କଳ୍ପତରୁଙ୍କ ଖୋଲା ଚିଠି: ହେ ନବୀନ ବାବୁ ମୁଁ ଦଳ ପାଇଁ ଯୌବନକୁ ନଷ୍ଟ କରିଛି, ଚାଟୁକାରିତା କେତେ ଦିନ ଚାଲିବ ?

ଇସ୍ତଫା ପରେ ବିଜେଡିରୁ ବହିଷ୍କୃତ ହେଲେ କଳ୍ପତରୁ ଓଝା

ଆଜି ବସିବ କଂଗ୍ରେସ ଓ ଶାସକ ବିଜେଡିର ବିଧାୟକ ଦଳ ବୈଠକ

ରାଜ୍ୟରେ ୮୦୦ ପାର୍‌ କଲା କରୋନା ମୃତକଙ୍କ ସଂଖ୍ୟା

ସମ୍ବଲପୁରୀ ଶାଢ଼ୀକୁ ପଶ୍ଚିମବଙ୍ଗର ଦର୍ଶାଇ ବିକୁଥିଲା ଆମାଜନ୍‌, ଦୋଷ ମାନିଲା

ଆଜି ବାହାରିବ ଯୁକ୍ତ ୩ ଆଡମିଶନ୍‌ର ପ୍ରଥମ ମେରିଟ୍ ଲିଷ୍ଟ