ବିଭୁ ଷଡ଼ଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ସରକାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆୟୁଷ ନିର୍ଦ୍ଦେଶକ ବିଭୁ ପ୍ରସାଦ ଷଡ଼ଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର। OAS ବିଭୁ ଷଡ଼ଙ୍ଗୀ ସ୍ୱତନ୍ତ୍ର ସଚିବ ପାହ୍ୟା ଅଫିସର ଥିଲେ। ବିଭୁଙ୍କ ନାଁରେ ମହିଳା ସହକର୍ମୀଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ଥିଲା। ଜୁଲାଇ ୯ ତାରିଖରେ ବିଭୁଙ୍କୁ ଗିରଫ କରିଥିଲା ମହିଳା ଥାନା ପୁଲିସ। ଏହାକୁ ନେଇ ସେ ବିବାଦରେ ଫସି ରହିଥିଲେ। ବିଭୁ ଗିରଫ ହେବାରୁ ତାଙ୍କୁ ସରକାର ଚାକିରିରୁ ନିଲମ୍ବିତ କରିଥିଲେ।

777777777999999999999

Tapaswini Nayak
  • Published: Thursday, 13 August 2020
  • , Updated: 17 August 2020, 01:36 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆୟୁଷ ନିର୍ଦ୍ଦେଶକ ବିଭୁ ପ୍ରସାଦ ଷଡ଼ଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର। OAS ବିଭୁ ଷଡ଼ଙ୍ଗୀ ସ୍ୱତନ୍ତ୍ର ସଚିବ ପାହ୍ୟା ଅଫିସର ଥିଲେ।

ବିଭୁଙ୍କ ନାଁରେ ମହିଳା ସହକର୍ମୀଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ଥିଲା। ଜୁଲାଇ ୯ ତାରିଖରେ ବିଭୁଙ୍କୁ ଗିରଫ କରିଥିଲା ମହିଳା ଥାନା ପୁଲିସ। ଏହାକୁ ନେଇ ସେ ବିବାଦରେ ଫସି ରହିଥିଲେ। ବିଭୁ ଗିରଫ ହେବାରୁ ତାଙ୍କୁ ସରକାର ଚାକିରିରୁ ନିଲମ୍ବିତ କରିଥିଲେ।

Related story