ଆସିଷ୍ଟାଣ୍ଟ୍ କମିଶନରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କେନ୍ଦ୍ରୀୟ ଅବକାରୀ ବିଭାଗର ଜଣେ ଆସିଷ୍ଟାଣ୍ଟ କମିଶନରଙ୍କ ଝୁଲନ୍ତା ମୃତଦେହ ଆଜି ଉଦ୍ଧାର କରାଯାଇଛି। ତାଙ୍କ ନାଁ ଅର୍ଜୁନ କୁମାର ଧଳ। ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବାସଭବନରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ସୂଚନା ଅନୁଯାୟୀ, ସେ ପ୍ରାୟ ୬ ମାସ ପରେ ଚାକିରିରୁ ଅବସର ନେଇଥା’ନ୍ତେ। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତନାଘନା ଆରମ୍ଭ କରିଛି। ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।

deadbody

deadbody

Jyoshna Pradhan
  • Published: Sunday, 29 December 2019
  • Updated: 29 December 2019, 10:33 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କେନ୍ଦ୍ରୀୟ ଅବକାରୀ ବିଭାଗର ଜଣେ ଆସିଷ୍ଟାଣ୍ଟ କମିଶନରଙ୍କ ଝୁଲନ୍ତା ମୃତଦେହ ଆଜି ଉଦ୍ଧାର କରାଯାଇଛି। ତାଙ୍କ ନାଁ ଅର୍ଜୁନ କୁମାର ଧଳ। ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବାସଭବନରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ସୂଚନା ଅନୁଯାୟୀ, ସେ ପ୍ରାୟ ୬ ମାସ ପରେ ଚାକିରିରୁ ଅବସର ନେଇଥା’ନ୍ତେ। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତନାଘନା ଆରମ୍ଭ କରିଛି।

ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story