ହାଇସ୍କୁଲରେ ଠିକା ଶିକ୍ଷକ ନିଯୁକ୍ତି ପାଇଁ ବାଟ ଫିଟିଲା

କଟକ (ଓଡ଼ିଶା ରିପୋର୍ଟର): ହାଇସ୍କୁଲରେ ଠିକା ଶିକ୍ଷକ ନିଯୁକ୍ତି ପାଇଁ ବାଟ ଫିଟିଲା। ଠିକା ଶିକ୍ଷକ ନିଯୁକ୍ତି ସମ୍ପର୍କିତ ଜାରି ୨୦୨୧ ମସିହାର ବିଜ୍ଞପ୍ତିକୁ ବିରୋଧ କରି ଦାୟର ସମସ୍ତ ମାମଲାକୁ ହାଇକୋର୍ଟ ଖାରଜ କରିବା ସହ ଅନ୍ତରୀଣ ରହିତାଦେଶ ହଟାଇଛନ୍ତି। ହାଇକୋର୍ଟଙ୍କ ରାୟ ପରେ ଖାଲି ଥିବା ଶିକ୍ଷକ ପଦବୀ ଖୁବଶୀଘ୍ର ପୂରଣ ପାଇଁ ବାଟ ଫିଟିଛି। ରାଜ୍ୟରେ ଖାଲି ପଡ଼ିଥିବା ଉଚ୍ଚ ବିଦ୍ୟାଳୟ ଶିକ୍ଷକ ପଦବୀ ପୂରଣ ପାଇଁ ୨୦୨୧ ମସିହା ଡିସେମ୍ବର ୨୩ […]

High Court

High Court

Manoranjan Sial
  • Published: Friday, 22 July 2022
  • Updated: 22 July 2022, 08:15 PM IST

Sports

Latest News

କଟକ (ଓଡ଼ିଶା ରିପୋର୍ଟର): ହାଇସ୍କୁଲରେ ଠିକା ଶିକ୍ଷକ ନିଯୁକ୍ତି ପାଇଁ ବାଟ ଫିଟିଲା। ଠିକା ଶିକ୍ଷକ ନିଯୁକ୍ତି ସମ୍ପର୍କିତ ଜାରି ୨୦୨୧ ମସିହାର ବିଜ୍ଞପ୍ତିକୁ ବିରୋଧ କରି ଦାୟର ସମସ୍ତ ମାମଲାକୁ ହାଇକୋର୍ଟ ଖାରଜ କରିବା ସହ ଅନ୍ତରୀଣ ରହିତାଦେଶ ହଟାଇଛନ୍ତି। ହାଇକୋର୍ଟଙ୍କ ରାୟ ପରେ ଖାଲି ଥିବା ଶିକ୍ଷକ ପଦବୀ ଖୁବଶୀଘ୍ର ପୂରଣ ପାଇଁ ବାଟ ଫିଟିଛି।

ରାଜ୍ୟରେ ଖାଲି ପଡ଼ିଥିବା ଉଚ୍ଚ ବିଦ୍ୟାଳୟ ଶିକ୍ଷକ ପଦବୀ ପୂରଣ ପାଇଁ ୨୦୨୧ ମସିହା ଡିସେମ୍ବର ୨୩ ତାରିଖରେ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇଥିଲା। ଏଥିରେ ସଂରକ୍ଷଣ ନୀତିର ଉଲ୍ଲଂଘନ କରାଯିବା ସହ ନିଯୁକ୍ତି ପାଇଁ ହୋଇଥିବା ପରୀକ୍ଷାରେ ବ୍ୟାପକ ଅନିୟମିତତା ଦର୍ଶାଇ ଏକାଧିକ ମାମଲା ଦାୟର ହୋଇଥିଲା। ଏହି ମାମଲାର ଶୁଣାଣି କରି ଗତ ମେ’ ୧୯ ତାରିଖରେ ମେରିଟ୍‌ ଲିଷ୍ଟ ପ୍ରକାଶ କରିବା ଉପରେ ହାଇକୋର୍ଟ ଅନ୍ତରୀଣ ସ୍ଥଗିତାଦେଶ ଜାରି କରିଥିଲେ। ମାମଲାର ଚୁଡାନ୍ତ ରାୟ ପ୍ରକାଶ କରି ସମସ୍ତ ଆବେଦନକୁ ହାଇକୋର୍ଟ ଖାରଜ କରିବା ସହ ପୂର୍ବରୁ ଜାରି ହୋଇଥିବା ସ୍ଥଗିତାଦେଶକୁ ହଟାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story