ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ଲୋକାୟୁକ୍ତ ପୂର୍ଣ୍ଣ ଭାବେ କାର୍ଯ୍ୟକ୍ଷମ ହେବାର ପ୍ରାୟ ବର୍ଷକ ପରେ ଏକ ସରକାରୀ ୱେବସାଇଟ୍ ଲୋକାର୍ପିତ ହୋଇଛି। ଏହି ୱେବସାଇଟ୍ ମାଧ୍ୟମରେ ଲୋକାୟୁକ୍ତରେ ହେଉଥିବା ସମସ୍ତ ଅଭିଯୋଗର ସ୍ଥିତାବସ୍ଥା ରିପୋର୍ଟ,ଲୋକାୟୁକ୍ତଙ୍କ ଆଦେଶ, ଅଭିଯୋଗ ଶୁଣାଣିର ତାରିଖ ଆଦି ସମ୍ପର୍କରେ ତଥ୍ୟ ମିଳିପାରିବ।
ଆଜି ଅପରାହ୍ନରେ ଓଡ଼ିଶା ଲୋକାୟୁକ୍ତଙ୍କ ଅଫିସରେ ଏହି ସ୍ୱତନ୍ତ୍ର ୱେବସାଇଟ୍ http://lokayukta.odisha.gov.in କୁ ଲୋକାୟୁକ୍ତ ଅଧ୍ୟକ୍ଷ ଜଷ୍ଟିସ ଅଜିତ୍ ସିଂହ ଲୋକାର୍ପିତ କରିଥିଲେ। ଏହି ଅବସରରେ ଲୋକାୟୁୂକ୍ତ ସଦସ୍ୟ ଜଷ୍ଟିସ ବିଜୟ କୁମାର ନାୟକ, ଡକ୍ଟର ଦେବବ୍ରତ ସ୍ୱାଇଁ, ଡାକ୍ତର ରାଜେନ୍ଦ୍ର ପ୍ରସାଦ ଶର୍ମା, ଲୋକାୟୁକ୍ତ ସଚିବ ମାନସ କୁମାର ତ୍ରିପାଠୀ, ଭୁବନେଶ୍ୱରସ୍ଥିତ ଏନଆଇସି ନିର୍ଦ୍ଦେଶକ ହରପ୍ରସାଦ ଦାସଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପ୍ରଧାନମନ୍ତ୍ରୀ ମୋଦି କରିବେନି ରୋଡ୍ ଶୋ’, ରିପୋର୍ଟ କାର୍ଡ ଦେବେ ମୋହନ ସରକାର
ସ୍ୱାଧୀନତା ପରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବଭାରତୀୟ ପୁଲିସ ଡିଜି ସମ୍ମିଳନୀ ଆୟୋଜନ ହେଉଛି । ସମ୍ମିଳନୀର ଦ୍ୱିତୀୟ ଦିନ ଅର୍ଥାତ୍ ନଭେମ୍ବର ୩୦ତାରିଖରେ ପ୍ରଧାନମନ୍ତ୍ରୀ ଏହି ସମ୍ମିଳନୀରେ ଯୋଗ ଦେଇ ଡିସେମ୍ବର ୧ରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।
Jobs
ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ନିଯୁକ୍ତ ହୋଇପାରନ୍ତି ମହିଳା
୮୨୬ ଜଣ ଆଗ୍ନିକ ଓ ୧୧୫ ଜଣ ଆଗ୍ନିକ ଗାଡିଚାଳକଙ୍କୁ ନିଯୁକ୍ତିପତ୍ର ପ୍ରଦାନ।
Crime
ପୁଲିସ୍ ଓ ଓକିଲ କହି ଟଙ୍କା ଆଦାୟ କରୁଥିଲେ ଦୁଇ ଯୁବକ
ଅଭିଯୋଗ ଅନୁସାରେ ଦୁଇ ଧ୍ରୁତ ହେଉଛନ୍ତି ନୟାଗଡ ଜିଲ୍ଲା ସରୋଡା ଗାଁର କାର୍ତ୍ତିକ ରାଉତରାୟ ଓ ଏକାନ ପାଣି। ଏମାନେ କୁଆଡେ ଜାନୁଆରୀ ୨୩ ତାରିଖରେ ଚାଲାଣଗୁଡା ସରପଞ୍ଚ ଇରମା ମାଢ଼ିଙ୍କୁ ଫୋନ୍ କରିଥିଲେ।
Politics
ନିର୍ବାଚନ ପୂର୍ବରୁ ବିଜେଡି ସରକାର ବାଣ୍ଟିଥିଲେ ୨୫୨କୋଟି ଟଙ୍କାର ଝୋଟବ୍ୟାଗ
ରାଜ୍ୟବାସୀ ବିଜେଡି ସରକାରକୁ ବାଏବାଏ କରି ବିଜେପି ସରକାରକୁ କ୍ଷମତାସୀନ କରିବା ପରେ ଏହି ତଥ୍ୟ ପଦାକୁ ଆସିଛି ।
Miscellaneous
ଯୁଦ୍ଧଭୂମିର ଭ୍ରମ; ପୁରୀରେ ଘୁଁ ଘୁଁ ଗର୍ଜନ କରୁଛନ୍ତି ଯୁଦ୍ଧ ଟ୍ୟାଙ୍କ
ବାହ୍ୟ ଶତ୍ରୁ ଆକ୍ରମଣର ମୁକାବିଲା ସହ ପରାକ୍ରମ ଦେଖାଇବାକୁ କେତେ ସଜାଗ ଭାରତୀୟ ନୌସେନା, ସେନେଇ ପ୍ରଦର୍ଶିତ ହେବ ଦୁଃସାହସିକ ରଣକୌଶଳ।