ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଗ୍ରୀଷ୍ମ ପ୍ରବାହ ନେଇ ୩ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ନୟାଗଡ଼, କଟକ, ଖୋର୍ଦ୍ଧା ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ଶିଶୁ, ବୟସ୍କ ଓ ରୋଗୀଙ୍କୁ ମଧ୍ୟାହ୍ନ ସମୟରେ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି।
ସେହିପରି ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ବାହାରକୁ ବାହାରୁଥିଲେ ସତର୍କତା ମୂଳକ ପଦକ୍ଷେପ ନେବାକୁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ଗତକାଲି ରାଜ୍ୟରେ ୧୨ଟି ସହରର ତାପମାତ୍ରା ୪୦ ଡିଗ୍ରି ଅତିକ୍ରମ କରିଥିଲା । ଭୁବନେଶ୍ୱରର ୪୨.୧ ଡିଗ୍ରୀ ସେଲସିୟସ ତାପାମାତ୍ରା ସହ ସବୁଠାରୁ ଉତପ୍ତ ସହର ଭାବେ ପରିଗଣିତ ହୋଇଥିଲା। ଭୁବନେଶ୍ୱର ପଛକୁ ବୌଦ୍ଧ ସର୍ବାଧିକ ତାପମାତ୍ରା ୪୨ଡିଗ୍ରୀ ରେକର୍ଡ କରାଯାଇ ଥିଲା। ଆଗାମୀ କିଛି ଦିନରେ ରାଜ୍ୟର ତାପମାତ୍ରା ଆହୁରି ବଢ଼ିବ। କିଛି କିଛି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରି ଅତିକ୍ରମ କରିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।