୧ରୁ ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଆସନ୍ତା ସେପ୍ଟେମ୍ବର ପହିଲାରୁ ବିଧାନସଭାର ମୌସୁମୀ ଅଧିବେଶନ ବସିବ। ଏହି ଅଧିବେଶନରେ ମୋଟ ୮ଟି କାର୍ଯ୍ୟଦିବସ ରହିଛି। ଚଳିତଥର ମଧ୍ୟ କରୋନା ଗାଇଡଲାଇନ୍ ମଧ୍ୟରେ ଗୃହ ପରିଚାଳିତ ହେବ। ବିଧାନସଭା ସଚିବାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଷୋଡ଼ଶ ବିଧାନସଭାର ସପ୍ତଦଶ ଅଧିବେଶନ ଆସନ୍ତା ସେପ୍ଟେମ୍ବର ୧ରୁ ୯ତାରିଖ ପର୍ଯ୍ୟନ୍ତ ଚାଲିବ। ସେପ୍ଟେମ୍ବର ୩ତାରିଖକୁ ପ୍ରାଇଭେଟ୍ ମେମ୍ବର୍ସ ବିଜିନେସ୍ ପାଇଁ ରଖାଯାଇଥିବାବେଳେ ଅନ୍ୟ ସମସ୍ତ ଦିନଗୁଡ଼ିକ ଅଫିସିଆଲ କାର୍ଯ୍ୟଦିବସ ରହିଛି। ୫ତାରିଖ ରବିବାର ଛୁଟି […]

Odisha Assembly

Odisha Assembly

Ordigital Desk
  • Published: Monday, 16 August 2021
  • Updated: 16 August 2021, 07:08 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଆସନ୍ତା ସେପ୍ଟେମ୍ବର ପହିଲାରୁ ବିଧାନସଭାର ମୌସୁମୀ ଅଧିବେଶନ ବସିବ। ଏହି ଅଧିବେଶନରେ ମୋଟ ୮ଟି କାର୍ଯ୍ୟଦିବସ ରହିଛି। ଚଳିତଥର ମଧ୍ୟ କରୋନା ଗାଇଡଲାଇନ୍ ମଧ୍ୟରେ ଗୃହ ପରିଚାଳିତ ହେବ।
ବିଧାନସଭା ସଚିବାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଷୋଡ଼ଶ ବିଧାନସଭାର ସପ୍ତଦଶ ଅଧିବେଶନ ଆସନ୍ତା ସେପ୍ଟେମ୍ବର ୧ରୁ ୯ତାରିଖ ପର୍ଯ୍ୟନ୍ତ ଚାଲିବ। ସେପ୍ଟେମ୍ବର ୩ତାରିଖକୁ ପ୍ରାଇଭେଟ୍ ମେମ୍ବର୍ସ ବିଜିନେସ୍ ପାଇଁ ରଖାଯାଇଥିବାବେଳେ ଅନ୍ୟ ସମସ୍ତ ଦିନଗୁଡ଼ିକ ଅଫିସିଆଲ କାର୍ଯ୍ୟଦିବସ ରହିଛି। ୫ତାରିଖ ରବିବାର ଛୁଟି ରହିବ। ବିଧାନସଭା ସଚିବ ଦାଶରଥୀ ଶତପଥୀଙ୍କ ଦ୍ୱାରା ଜାରି ସମନ ଅନୁସାରେ, ସେପ୍ଟେମ୍ବର ୧ତାରିଖ ପୂର୍ବାହ୍ନ ୧୧ଟାରେ ବିଧାନସଭା ଅଧିବେଶନ ଆରମ୍ଭ ପାଇଁ ରାଜ୍ୟପାଳ ସମନ ଜାରି କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story