ଓଡ଼ିଶା ଚାଷୀଙ୍କ ମାସିକ ଆୟ ୫,୧୧୨ ଟଙ୍କା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟ) ଓଡ଼ିଶା ଚାଷୀଙ୍କ ମାସିକ ଆୟ ୫ ହଜାର ୧୧୨ ଟଙ୍କା।  ଚାଷୀମାନଙ୍କ ସ୍ଥିତିକୁ ନେଇ କେନ୍ଦ୍ର ସରକାରଙ୍କ ପରିସଂଖ୍ୟାନ ଓ ଯୋଜନା କ୍ରିୟାନ୍ୱୟନ ମନ୍ତ୍ରାଳୟ ଦ୍ୱାରା ରିଲିଜ୍ କରାଯାଇଥିବା ରିପୋର୍ଟରେ ଏହି ତଥ୍ୟ ଉଲ୍ଲେଖ କରାଯାଇଛି।  ଦେଶରେ ସବୁଠାରୁ କମ୍ ହାରାହାରି ମାସିକ ଆୟ ତାଲିକାରେ ଝାଡଖଣ୍ଡ ପ୍ରଥମ ସ୍ଥାନରେ ରହିଥିବା ବେଳେ ଓଡିଶା ଦ୍ୱିତୀୟ ସ୍ଥାନରେ ରହିଛି । ଏଥିସହ ରିପୋର୍ଟରେ ଆହୁରି ମଧ୍ୟ ଉଲ୍ଲେଖ ରହିଛି ଯେ, ଓଡିଶାର ୬୧.୨ ପ୍ରତିଶତ […]

farmer

farmer

Tapas Behera
  • Published: Wednesday, 15 September 2021
  • Updated: 15 September 2021, 07:54 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟ) ଓଡ଼ିଶା ଚାଷୀଙ୍କ ମାସିକ ଆୟ ୫ ହଜାର ୧୧୨ ଟଙ୍କା।  ଚାଷୀମାନଙ୍କ ସ୍ଥିତିକୁ ନେଇ କେନ୍ଦ୍ର ସରକାରଙ୍କ ପରିସଂଖ୍ୟାନ ଓ ଯୋଜନା କ୍ରିୟାନ୍ୱୟନ ମନ୍ତ୍ରାଳୟ ଦ୍ୱାରା ରିଲିଜ୍ କରାଯାଇଥିବା ରିପୋର୍ଟରେ ଏହି ତଥ୍ୟ ଉଲ୍ଲେଖ କରାଯାଇଛି।  ଦେଶରେ ସବୁଠାରୁ କମ୍ ହାରାହାରି ମାସିକ ଆୟ ତାଲିକାରେ ଝାଡଖଣ୍ଡ ପ୍ରଥମ ସ୍ଥାନରେ ରହିଥିବା ବେଳେ ଓଡିଶା ଦ୍ୱିତୀୟ ସ୍ଥାନରେ ରହିଛି । ଏଥିସହ ରିପୋର୍ଟରେ ଆହୁରି ମଧ୍ୟ ଉଲ୍ଲେଖ ରହିଛି ଯେ, ଓଡିଶାର ୬୧.୨ ପ୍ରତିଶତ ଚାଷୀ ପରିବାର ଋଣଗ୍ରସ୍ତ।  ଓଡ଼ିଶା ଏହି କ୍ଷେତ୍ରରେ ଦେଶରେ ଷଷ୍ଠ ସ୍ଥାନରେ ରହିଛି  । ଋଣ ଗ୍ରସ୍ତ ଚାଷୀ ପରିବାର ହାରାହାରି ୩୨ ହଜାର ୭୨୧ ଟଙ୍କା ଋଣ କରିଛନ୍ତି ।  କୃଷି ଋଣରୁ ଚାଷୀମାନେ ୫୦.୨ ପ୍ରତିଶତ କୃଷି କାଯର୍ୟରେ ବ୍ୟୟ  କରୁଥିବା ବେଳେ କୃଷି ବ୍ୟବସାୟରେ ୪.୨ ପ୍ରତିଶତ, ଆବାସ ପାଇଁ ୧୩.୨ ପ୍ରତିଶତ, ବିବାହ ଓ ଉତ୍ସବରେ ୮.୪ ପ୍ରତିଶତ, ଶିକ୍ଷା ଓ ସ୍ୱାସ୍ଥ୍ୟରେ ୯.୯ ପ୍ରତିଶତ ଏବଂ ଅନ୍ୟାନ୍ୟ ବ୍ୟବହାରିକ ଖର୍ଚ୍ଚରେ ୧୦.୨ ପ୍ରତିଶତ ବ୍ୟୟ କରିଥିବା ରିପୋର୍ଟରେ କୁହାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story