Advertisment

ଆଜି ବିଧାନସଭାରେ ଆଗତ ହେବ ରାଜ୍ୟ ବଜେଟ୍

ଆଜି ରାଜ୍ୟ ବଜେଟ୍। ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ବିଧାନସଭାରେ ରାଜ୍ୟ ବଜେଟ ଆଗତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ଏହା ଶେଷ ପୂର୍ଣ୍ଣାଙ୍ଗ ବଜେଟ୍। ନିର୍ବାଚନରେ ଭୋଟରଙ୍କୁ ଆକୃଷ୍ଟ ପାଇଁ ଆସିପାରେ ଲୋଭନୀୟ ସ୍କିମ୍‌। ବଜେଟକୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଗତ କରିବ।

author-image
Manoj Swain

ଆଜି ରାଜ୍ୟ ବଜେଟ୍। ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ବିଧାନସଭାରେ ରାଜ୍ୟ ବଜେଟ୍ ଆଗତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ଏହା ଶେଷ ପୂର୍ଣ୍ଣାଙ୍ଗ ବଜେଟ୍। ନିର୍ବାଚନରେ ଭୋଟରଙ୍କୁ ଆକୃଷ୍ଟ ପାଇଁ ଆସିପାରେ ଲୋଭନୀୟ ସ୍କିମ୍‌। ବଜେଟକୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଗତ କରିବ।

Advertisment
Odisha Budget 2023-24