2 ଲକ୍ଷ କୋଟି ଟପିପାରେ ! | Odisha Reporter
Advertisment
ଆଜି ରାଜ୍ୟ ବଜେଟ୍। ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ବିଧାନସଭାରେ ରାଜ୍ୟ ବଜେଟ୍ ଆଗତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ଏହା ଶେଷ ପୂର୍ଣ୍ଣାଙ୍ଗ ବଜେଟ୍। ନିର୍ବାଚନରେ ଭୋଟରଙ୍କୁ ଆକୃଷ୍ଟ ପାଇଁ ଆସିପାରେ ଲୋଭନୀୟ ସ୍କିମ୍। ବଜେଟକୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଗତ କରିବ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us