କେନ୍ଦ୍ର ମାନବାଧିକାର କମିଶନଙ୍କ ନିକଟରେ ପହଞ୍ଚିଲା ସୌମ୍ୟରଞ୍ଜନ ମାମଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ର ମାନବାଧିକାର କମିଶନଙ୍କ ନିକଟରେ ପହଞ୍ଚିଲା ପାରଳାଖେମୁଣ୍ଡି ବନ ସଂରକ୍ଷକ(ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା। ସୌମ୍ୟ ମୃତ୍ୟୁ ମାମଲାର ତଦନ୍ତ ସଠିକ ଭାବେ କରିବାକୁ କେନ୍ଦ୍ର ମାନବ ଅଧିକାର କମିଶନଙ୍କ ଦ୍ଵାରସ୍ଥ ହୋଇଛନ୍ତି ଭାରତୀୟ ବିକାଶ ପରିଷଦର ଜଗତସିଂହପୁର ଜିଲ୍ଲା ସଭାପତି ସୁବ୍ରତ ଦାଶ। ସେ ଉଲ୍ଲେଖ କରିଛନ୍ତି ଯେ, ବାଲେଶ୍ୱର ଜିଲ୍ଲାର ବେଗୁନିଆ ଗାଁର ସୌମ୍ୟ ରଞ୍ଜନ ମହାପାତ୍ର ପାରଳାଖେମୁଣ୍ଡି ଫରେଷ୍ଟ ବିଭାଗରେ ଚାକିରି କରୁଥିଲେ। ଗତ ୧୨ ତାରିଖରେ ତାଙ୍କର […]

Soumaya

Soumaya

Tapas Behera
  • Published: Tuesday, 03 August 2021
  • Updated: 03 August 2021, 07:21 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ର ମାନବାଧିକାର କମିଶନଙ୍କ ନିକଟରେ ପହଞ୍ଚିଲା ପାରଳାଖେମୁଣ୍ଡି ବନ ସଂରକ୍ଷକ(ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା। ସୌମ୍ୟ ମୃତ୍ୟୁ ମାମଲାର ତଦନ୍ତ ସଠିକ ଭାବେ କରିବାକୁ କେନ୍ଦ୍ର ମାନବ ଅଧିକାର କମିଶନଙ୍କ ଦ୍ଵାରସ୍ଥ ହୋଇଛନ୍ତି ଭାରତୀୟ ବିକାଶ ପରିଷଦର ଜଗତସିଂହପୁର ଜିଲ୍ଲା ସଭାପତି ସୁବ୍ରତ ଦାଶ। ସେ ଉଲ୍ଲେଖ କରିଛନ୍ତି ଯେ, ବାଲେଶ୍ୱର ଜିଲ୍ଲାର ବେଗୁନିଆ ଗାଁର ସୌମ୍ୟ ରଞ୍ଜନ ମହାପାତ୍ର ପାରଳାଖେମୁଣ୍ଡି ଫରେଷ୍ଟ ବିଭାଗରେ ଚାକିରି କରୁଥିଲେ। ଗତ ୧୨ ତାରିଖରେ ତାଙ୍କର ମୃତ୍ୟୁ ହୋଇଥିଲା। ସୌମ୍ୟଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ହେଲେ ପାରଳାଖେମୁଣ୍ଡି ପୁଲିସ ସଠିକ ତଦନ୍ତ କରୁନାହାନ୍ତି ବୋଲି ସୁବ୍ରତ ଅଭିଯୋଗ କରିଛନ୍ତି।

କିଛି ଦିନ ତଳେ ଭାରତୀୟ ବିକାଶ ପରିଷଦର ରାଜ୍ୟ ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ଓଡ଼ିଶା ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ରୁଜୁ କରିଥିଲେ।

ସେପଟେ ଆଜି ସୌମ୍ୟରଂଜନ ମହାପାତ୍ରଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ମୟୂରଭଞ୍ଜ ଜିଲ୍ଲା ଉଦଳା ସ୍ଥିତ ଘରେ ପୁଲିସ୍‌ ଜେରା କରିଛି। ପାରଳାଖେମୁଣ୍ଡି ଥାନା ଅଧିକାରୀ ବିବେକାନନ୍ଦ ସ୍ୱାଇଁଙ୍କ ନେତୃତ୍ୱରେ ଯାଇଥିବା ୪ ଜଣିଆ ପୁଲିସ ଟିମ୍‌ ବିଦ୍ୟାଭାରତୀଙ୍କୁ ଜେରା କରିଛି। ତାଙ୍କୁ ୪ ଘଣ୍ଟାରୁ ଅଧିକ ସମୟ ଧରି ପଚରାଉଚରା କରାଯାଇଛି। ବିଦ୍ୟାଙ୍କ ସହ ତାଙ୍କ ପରିବାର ଲୋକଙ୍କୁ ମଧ୍ୟ ପଚରାଉଚରା କରାଯାଇଛି। ସୌମ୍ୟ ଯେଉଁଦିନ ପୋଡ଼ି ଯାଇଥିଲେ, ସେହିଦିନ ବିଦ୍ୟାଭାରତୀଙ୍କୁ ଆଣିବାକୁ ଯାଇଥିବା ଗାଡ଼ି ଚାଳକଙ୍କୁ ବି ପୁଲିସ ଜେରା କରିଥିବା ସୂଚନା ମିଳିଛି।

ଜେରା ନେଇ ବିଦ୍ୟାଭାରତୀ କିମ୍ବା ତାଙ୍କ ପରିବାର ଲୋକେ କୌଣସି ପ୍ରତିକ୍ରିୟା ଦେଇନାହାନ୍ତି। ଜେରା ନେଇ ତଦନ୍ତ ଅଧିକାରୀ ବିବେକାନନ୍ଦ ସ୍ୱାଇଁ କହିଛନ୍ତି, ବିଦ୍ୟାଭାରତୀଙ୍କୁ ପଚରାଉଚରା କଲୁ। ଡ୍ରାଇଭରଙ୍କୁ ବି ଜେରା କରାଗଲା। ଫ୍ରି ଆଣ୍ଡ ଫେୟାର ଭାବେ ତଦନ୍ତ କରାଯାଉଛି ବୋଲି ତଦନ୍ତ ଅଧିକାରୀ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story