ସହରାଂଚଳ କମିଟିର ରାଜ୍ୟ ଅଧ୍ୟକ୍ଷ ଭାବେ ପୂର୍ବତନ ମନ୍ତ୍ରୀ କେଭି.ସିଂହଦେଓ ଓ ସଂଯୋଜକ ଭାବେ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ମନୋନୀତ କରାଯାଇଥିବାବେଳେ ପଂଚାୟତ କମିଟି ରାଜ୍ୟ ଅଧ୍ୟକ୍ଷ ଭାବେ ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି ଓ ସଂଯୋଜକ ଭାବେ ଶଙ୍କର ପରିଡ଼ା ଏବଂ ସୀମା ସୁରକ୍ଷା କମିଟିର ରାଜ୍ୟ ଅଧ୍ୟକ୍ଷ ଭାବେ ସାଂସଦ ବସନ୍ତ ପଣ୍ଡା ଓ ସଂଯୋଜକ ଭାବେ ସଞ୍ଜିବ ମହାନ୍ତିଙ୍କୁ ଦାୟିତ୍ୱ ଦିଆଯାଇଛି ବୋଲି ବିଜେପି ମିଡିଆ ସେଲ୍ ପକ୍ଷରୁ ସୂଚନା ମିଳିଛି।