ରାଜ୍ୟରେ ୩.୨୩ କୋଟି ଭୋଟର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୨୦୨୩ ମସିହାର ଚୂଡ଼ାନ୍ତ ଫଟୋ ଭୋଟର ତାଲିକା ଆଜି ପ୍ରକାଶ ପାଇଛି । ରାଜ୍ୟରେ ଏବେ ମୋଟ ୩କୋଟି ୨୩ ଲକ୍ଷ ୪୯ହଜାର ୩୪୧ଜଣ ଭୋଟର ଅଛନ୍ତି । ସେଥିରୁ ୧କୋଟି ୬୪ଲକ୍ଷ ୯୬ହଜାର ୧୫୩ଜଣ ପୁରୁଷ ଓ ୧କୋଟି ୫୮ଲକ୍ଷ ୪୯ହଜାର ୯୬୬ଜଣ ମହିଳା ଏବଂ ୩୨୨୨ଜଣ ତୃତୀୟ ଲିଙ୍ଗ ଭୋଟର ଅଛନ୍ତି। ଚଳିତଥର ମୋଟ ୫.୯୪ଲକ୍ଷ ନୂଆ ଭୋଟର ସାମିଲ ହୋଇଛନ୍ତି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ […]

Vote

Vote

Ordigital Desk
  • Published: Thursday, 05 January 2023
  • Updated: 05 January 2023, 07:48 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୨୦୨୩ ମସିହାର ଚୂଡ଼ାନ୍ତ ଫଟୋ ଭୋଟର ତାଲିକା ଆଜି ପ୍ରକାଶ ପାଇଛି । ରାଜ୍ୟରେ ଏବେ ମୋଟ ୩କୋଟି ୨୩ ଲକ୍ଷ ୪୯ହଜାର ୩୪୧ଜଣ ଭୋଟର ଅଛନ୍ତି । ସେଥିରୁ ୧କୋଟି ୬୪ଲକ୍ଷ ୯୬ହଜାର ୧୫୩ଜଣ ପୁରୁଷ ଓ ୧କୋଟି ୫୮ଲକ୍ଷ ୪୯ହଜାର ୯୬୬ଜଣ ମହିଳା ଏବଂ ୩୨୨୨ଜଣ ତୃତୀୟ ଲିଙ୍ଗ ଭୋଟର ଅଛନ୍ତି। ଚଳିତଥର ମୋଟ ୫.୯୪ଲକ୍ଷ ନୂଆ ଭୋଟର ସାମିଲ ହୋଇଛନ୍ତି ।

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ଜାରି ସୂଚନା ଅନୁସାରେ, ୧୪୬ଟି ବିଧାନସଭା ନିର୍ବାଚନ ମଣ୍ଡଳୀର ଚିଠା ଫଟୋ ଭୋଟର ତାଲିକା ଗତ ୨୦୨୨ ନଭେମ୍ବର ୯ତାରିଖରେ ପ୍ରକାଶିତ ହୋଇଥିଲା । ଭୋଟର ତାଲିକାରେ ତ୍ରୁଟି ସଂଶୋଧନ, ନାମ ବାଦଦେବା ଓ ସାମିଲ କରିବା, ଆପତ୍ତି-ଅଭିଯୋଗ ସହ ସ୍ଥାନାନ୍ତର ଆଦି ଆବେଦନ ଡିସେମ୍ବର ୮ତାରିଖ ପର୍ଯ୍ୟନ୍ତ ଗ୍ରହଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୋଟ ୫ଲକ୍ଷ ୯୪ହଜାର ୬୧୩ଟି ଦରଖାସ୍ତକୁ ଭୋଟର ତାଲିକାଭୁକ୍ତ କରିବା ଲାଗି ଅନୁମୋଦନ କରାଯାଇଥିବାବେଳେ ୩ଲକ୍ଷ ୨୦ହଜାର ୫୦୬ଜଣଙ୍କ ନାମ ଭୋଟର ତାଳିକାରୁ ବାଦ୍ ଦିଆଯାଇଛି ।

ଭୋଟର ତାଲିକାରେ ସଂଶୋଧନ ଓ ବାସସ୍ଥାନ ପରିବର୍ତ୍ତନ ନିମନ୍ତେ ଫର୍ମ ନଂ-୮ରେ ଗ୍ରହଣ କରାଯାଇଥିବା ୨ଲକ୍ଷ ୧୪ହଜାର ଦରଖାସ୍ତକୁ ଅନୁମୋଦନ କରାଯାଇଛି । କେବଳ ବରଗଡ଼ ଜିଲ୍ଲାର ପଦ୍ମପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଉପନିର୍ବାଚନ ହୋଇଥିବାରୁ ସେଠାରେ ଏବେ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟ ଜାରି ରହିଛି ।

୨୦୨୩ ଚିଠା ଭୋଟର ତାଲିକାରେ ରାଜ୍ୟରେ ଲିଙ୍ଗ ଅନୁପାତ ୯୫୯ରୁ ଚୂଡ଼ାନ୍ତ ଫଟୋ ଭୋଟର ତାଲିକାରେ ଏହି ଅନୁପାତ ୯୬୧କୁ ବୃଦ୍ଧି ପାଇଛି । ସେହିପରି ୨୦୨୩ ମସିହା ଫଟୋ ଭୋଟର ତାଲିକାରେ ଅନୁସାରେ ୧୮-୧୯ବର୍ଷ ଭୋଟରଙ୍କ ସଂଖ୍ୟା ୨.୧୦ଲକ୍ଷରୁ ୪ଲକ୍ଷ ୪୬ହଜାର ୭୭୯କୁ ବୃଦ୍ଧି ପାଇଛି । ୨୦୨୩ ଚୂଡ଼ାନ୍ତ ଭୋଟର ତାଲିକାରେ ଫଟୋ ପରିଚୟ ପତ୍ରଧାରୀଙ୍କ ସଂଖ୍ୟା ଶତକଡ଼ା ୯୯.୯୯%କୁ ବୃଦ୍ଧି ପାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story