ଓଡ଼ିଶାରେ ତୃତୀୟ ‘କରୋନା’ ରୋଗୀ ଚିହ୍ନଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ଆଉ ଜଣେ ‘କରୋନା’ ରୋଗୀ ଚିହ୍ନଟ ହୋଇଛନ୍ତି। ଆଜି ପରୀକ୍ଷା ହୋଇଥିବା ରକ୍ତ ନମୁନା ଭିତରୁ ଗୋଟିକରେ ପଜିଟିଭ ଆସିଛି। ଚିହ୍ନଟ ହୋଇଥିବା ବ୍ୟକ୍ତି ଭୁବନେଶ୍ୱରର ବୋଲି ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। ଆକ୍ରାନ୍ତଙ୍କ ବୟସ ୬୦ ବର୍ଷର ହୋଇଛି। ଏହାକୁ ମିଶାଇ ‘କରୋନା’ଙ୍କ ଆକ୍ରାନ୍ତ ସଂଖ୍ୟା ୩ରେ ପହଞ୍ଚିଛି। ତେବେ ତୃତୀୟ ରୋଗୀ କେତେ ଲୋକଙ୍କ ସଂସ୍ପର୍ଶରେ ଆସିଛନ୍ତି, ତାହା ଜଣାପଡ଼ିନାହିଁ। ସେମାନଙ୍କୁ ଖୋଜିବା ପାଇଁ ପ୍ରକ୍ରିୟା ଆରମ୍ଭ […]

Corona-4-1

Corona-4-1

Manoranjan Sial
  • Published: Thursday, 26 March 2020
  • Updated: 26 March 2020, 09:58 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ଆଉ ଜଣେ ‘କରୋନା’ ରୋଗୀ ଚିହ୍ନଟ ହୋଇଛନ୍ତି। ଆଜି ପରୀକ୍ଷା ହୋଇଥିବା ରକ୍ତ ନମୁନା ଭିତରୁ ଗୋଟିକରେ ପଜିଟିଭ ଆସିଛି। ଚିହ୍ନଟ ହୋଇଥିବା ବ୍ୟକ୍ତି ଭୁବନେଶ୍ୱରର ବୋଲି ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। ଆକ୍ରାନ୍ତଙ୍କ ବୟସ ୬୦ ବର୍ଷର ହୋଇଛି। ଏହାକୁ ମିଶାଇ ‘କରୋନା’ଙ୍କ ଆକ୍ରାନ୍ତ ସଂଖ୍ୟା ୩ରେ ପହଞ୍ଚିଛି। ତେବେ ତୃତୀୟ ରୋଗୀ କେତେ ଲୋକଙ୍କ ସଂସ୍ପର୍ଶରେ ଆସିଛନ୍ତି, ତାହା ଜଣାପଡ଼ିନାହିଁ। ସେମାନଙ୍କୁ ଖୋଜିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି।

ଏହା ପୂର୍ବରୁ ଅର୍ଥାତ ମାର୍ଚ୍ଚ ୧୫ ତାରିଖରେ ଓଡ଼ିଶାରେ ପ୍ରଥମ ‘କରୋନା’ ରୋଗୀ ଚିହ୍ନଟ ହୋଇଥିଲେ। ତାଙ୍କ ଘର ଭୁବନେଶ୍ୱର ଅଞ୍ଚଳ। ରକ୍ତ ଓ ସ୍ୱାବ ନମୁନା ପରୀକ୍ଷାରୁ ତାଙ୍କଠାରେ ‘କରୋନା’ ଭୂତାଣୁ ଥିବା ଜଣାପଡ଼ିଥିଲା। ଏହା ପରେ ତାଙ୍କୁ ଭୁବନେଶ୍ୱର କ୍ୟାପିଟାଲ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏବେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ରହିଛି। ଏହି ଯୁବକ ଜଣଙ୍କ ୬ ତାରିଖରେ ଇଟାଲିରୁ ଦିଲ୍ଲୀ ଫେରିଥିଲେ। ଦିଲ୍ଲୀରେ କିଛି ଦିନ କ୍ୱାରେଣ୍ଟିନରେ ରହିଥିଲେ। ଏହା ପରେ ୧୨ ତାରିଖରେ ଟ୍ରେନ୍ ଯୋଗେ ଭୁବନେଶ୍ୱର ଆସିଥିଲେ।

ଏହା ପରେ ଅର୍ଥାତ ୧୯ ତାରିଖରେ ଦ୍ୱିତୀୟ ରୋଗୀ ଚିହ୍ନଟ ହୋଇଥିଲେ। ଭୁବନେଶ୍ୱର RMRC ରେ ପରୀକ୍ଷା ହୋଇଥିବା ୧୪ଟି ନମୁନା ଭିତରୁ ଜଣଙ୍କୁ ‘କରୋନା’ ହୋଇଥିବା ଜଣାପଡ଼ିଛି। ସେ ବିଦେଶରୁ ଫେରିଥିଲେ। ଏବେ ସେ ଚିକିତ୍ସିତ ହେଉଛନ୍ତି। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ଘଟୁଛି।

ସୂଚନାରୁ ପ୍ରକାଶ, ‘କରୋନା’ରେ ଆଜି ସୁଦ୍ଧା ଭାରତରେ ୧୬ ଜଣଙ୍କ ମୃତ୍ୟୁ ହୋଇସାରିଲାଣି। ୬୦୦ରୁ ଅଧିକ ଆକ୍ରାନ୍ତ ହୋଇ ଆଇସୋଲେସନ୍‌ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି। ତେବେ ଦିନକୁ ଦିନ ‘କରୋନା’ ରୋଗୀଙ୍କ ସଂଖ୍ୟା ବଢ଼ୁଥିବାରୁ ଭାରତ ସରକାର ସମଗ୍ର ଦେଶକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଘରୁ ନବାହାରିବାକୁ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ଅନୁରୋଧ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story