ବର୍ଷାରେ ବେହାଲ ସାରା ରାଜ୍ୟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ବଙ୍ଗୋପସାଗରରେ ସୃଷ୍ଟ ୱେଲମାର୍କ ଲୋପ୍ରେସର ପ୍ରଭାବରେ ରାଜ୍ୟର ଏକାଧିକ ଅଞ୍ଚଳରେ ବର୍ଷା ହୋଇଛି। ବିଶେଷ ଭାବେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହୋଇଛି। ରାଜଧାନୀ ଭୁବନେଶ୍ୱର, କଟକ, ପୁରୀ, ବ୍ରହ୍ମପୁର, ଭଦ୍ରକ, ବାଲେଶ୍ୱରରେ ବର୍ଷା ହେଉଛି । ଆଜି ସକାଳୁ ଘଡ଼ଘଡ଼ି ସହ ବର୍ଷା ଏହି ସବୁ ସହର ଗୁଡ଼ିକରେ ଲାଗି ରହିଛି । ଭୁବନେଶ୍ୱର, କଟକ, ବ୍ରହ୍ମପୁର, ଜଗତସିଂହପୁର, ପୁରୀ, କୋଣାର୍କ ଭଳି ବିଭିନ୍ନ ସ୍ଥାନରେ ପାଣି ଜମିଛି । ଜଗତସିଂହପୁର […]

6hn

6hn

Tapas Behera
  • Published: Sunday, 12 September 2021
  • Updated: 12 September 2021, 03:53 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ବଙ୍ଗୋପସାଗରରେ ସୃଷ୍ଟ ୱେଲମାର୍କ ଲୋପ୍ରେସର ପ୍ରଭାବରେ ରାଜ୍ୟର ଏକାଧିକ ଅଞ୍ଚଳରେ ବର୍ଷା ହୋଇଛି। ବିଶେଷ ଭାବେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହୋଇଛି। ରାଜଧାନୀ ଭୁବନେଶ୍ୱର, କଟକ, ପୁରୀ, ବ୍ରହ୍ମପୁର, ଭଦ୍ରକ, ବାଲେଶ୍ୱରରେ ବର୍ଷା ହେଉଛି । ଆଜି ସକାଳୁ ଘଡ଼ଘଡ଼ି ସହ ବର୍ଷା ଏହି ସବୁ ସହର ଗୁଡ଼ିକରେ ଲାଗି ରହିଛି । ଭୁବନେଶ୍ୱର, କଟକ, ବ୍ରହ୍ମପୁର, ଜଗତସିଂହପୁର, ପୁରୀ, କୋଣାର୍କ ଭଳି ବିଭିନ୍ନ ସ୍ଥାନରେ ପାଣି ଜମିଛି । ଜଗତସିଂହପୁର କୁଜଙ୍ଗ ଅଞ୍ଚଳରେ ପାଣି ଜମିବାରୁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।  ସ୍ଥାନୀୟ ପୁଲିସ କ୍ୱାଟରରେ ଲୋକଙ୍କ ଘରେ ପାଣି ପଶିଯାଇଛି । ଏବେ ବଙ୍ଗୋପସାଗରରେ ୱେଲମାର୍କ ଲୋପ୍ରେସର ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି।

ଆସନ୍ତା ୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହୋଇ ଉତ୍ତର ଓଡ଼ିଶା ଓ ଛତିଶଗଡ଼ ଦେଇ ଅତିକ୍ରମ କରିବ। ଏହା ପ୍ରଭାବରେ ଉପକୂଳ ଓଡ଼ିଶାରେ ପବନର ବେଗ ୪୫ରୁ ୫୫ କିଲୋମିଟର ପର୍ଯ୍ୟନ୍ତ ରହିପାରେ।  ତେବେ ଝଟକା ପବନ ୬୫ କିଲୋମିଟର ପର୍ଯ୍ୟନ୍ତ ବଢିପାରେ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।  ଆସନ୍ତା ୧୪ ତାରିଖ ପଯର୍ୟନ୍ତ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ସେପଟେ ପାଣିପାଗ ବିଭାଗ ପକ୍ଷରୁ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ଏହି ସବୁ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଆଉ ୬ଟି ଜିଲ୍ଲା ପାଇଁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ଏହି ସବୁ ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଯାଜପୁର ଓ ଭଦ୍ରକ। ଏହି ସବୁ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ କଳାହାଣ୍ଡି, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଆଦି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସୂଚନାଯୋଗ୍ୟ, ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟ ଏହି ଲଘୁଚାପ ୱେଲ୍‌ ମାର୍କଡ୍‌ ଲୋ’ ପ୍ରେସରରେ ପରିଣତ ହୋଇଛି। ଆଗାମୀ ୧୨ ଘଣ୍ଟାରେ ଏହା ଅବପାତର ରୂପ ନେବ। ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story