ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ନିକଟରେ ଥିବା ଶ୍ରୀରାମଚନ୍ଦ୍ର ମନ୍ଦିରରୁ ଚୋରି

ପୁରୀ(ମଧୁସୂଦନ ମିଶ୍ର): ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ନିକଟରେ ଥିବା ଶ୍ରୀରାମଚନ୍ଦ୍ର ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ରାତିରେ ଦୁର୍ବୃତ୍ତମାନେ ମନ୍ଦିରର ଗ୍ରୀଲ୍ କାଟି ଦାନ ବାକ୍ସର ତାଲା ଭାଙ୍ଗି ଟଙ୍କା ଲୁଟି ନେଇଛନ୍ତି। ଏହା ସହିତ ଦୁର୍ବୃତ୍ତମାନେ ମନ୍ଦିରରୁ ଦୁଇଟି ମୂର୍ତ୍ତି ନେଇ ଯାଇଥିବା ଜଣାପଡ଼ିଛି। ହେଲେ ସୀତାଦେବୀଙ୍କ ଅଷ୍ଟଧାତୁ ମୂର୍ତ୍ତିକୁ ନେଇ ଯିବାକୁ ଉଦ୍ୟମ କରିଥିଲେ ମଧ୍ୟ ତାହା ସଫଳ ହୋଇନାହାନ୍ତି। ଗୋଟିଏ ମୂର୍ତ୍ତିକୁ ଭାଙ୍ଗି ଦେଇଛନ୍ତି ଦୁର୍ବୃତ୍ତ। ଶ୍ରୀମନ୍ଦିରରେ କଡ଼ା ସୁରକ୍ଷା […]

purimm

purimm

Tapaswini Nayak
  • Published: Tuesday, 02 April 2019
  • Updated: 02 April 2019, 01:54 PM IST

Sports

Latest News

ପୁରୀ(ମଧୁସୂଦନ ମିଶ୍ର): ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ନିକଟରେ ଥିବା ଶ୍ରୀରାମଚନ୍ଦ୍ର ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ରାତିରେ ଦୁର୍ବୃତ୍ତମାନେ ମନ୍ଦିରର ଗ୍ରୀଲ୍ କାଟି ଦାନ ବାକ୍ସର ତାଲା ଭାଙ୍ଗି ଟଙ୍କା ଲୁଟି ନେଇଛନ୍ତି।

ଏହା ସହିତ ଦୁର୍ବୃତ୍ତମାନେ ମନ୍ଦିରରୁ ଦୁଇଟି ମୂର୍ତ୍ତି ନେଇ ଯାଇଥିବା ଜଣାପଡ଼ିଛି। ହେଲେ ସୀତାଦେବୀଙ୍କ ଅଷ୍ଟଧାତୁ ମୂର୍ତ୍ତିକୁ ନେଇ ଯିବାକୁ ଉଦ୍ୟମ କରିଥିଲେ ମଧ୍ୟ ତାହା ସଫଳ ହୋଇନାହାନ୍ତି। ଗୋଟିଏ ମୂର୍ତ୍ତିକୁ ଭାଙ୍ଗି ଦେଇଛନ୍ତି ଦୁର୍ବୃତ୍ତ।

ଶ୍ରୀମନ୍ଦିରରେ କଡ଼ା ସୁରକ୍ଷା ସତ୍ତ୍ୱେ କେମିତି ଚୋରି ହେଲା, ସେ ନେଇ ସାଧାରଣରେ ପ୍ରଶ୍ନ ଉଠିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story