କାଳୀ ମନ୍ଦିରରେ ବୁଲାଇଲେ କଳାକନା

ଖୋର୍ଦ୍ଧା (ଓଡ଼ିଶା ରିପୋର୍ଟର): ଖୋର୍ଦ୍ଧା ଜିଲ୍ଲା ଗୁରୁଜଙ୍ଗ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି ହୋଇଛି। ଗତକାଲି ରାତିରେ ଏହି ଚୋରି ହୋଇଥିବା କୁହାଯାଉଥିବା ବେଳେ ଆଜି ସକାଳେ ଘଟଣା ସଂପର୍କରେ ଜଣାପଡ଼ିଥିଲା। ଚୋରମାନେ ମନ୍ଦିରର ତାଲା ଭାଙ୍ଗି ଦେବୀଙ୍କ ଗହଣା ସହିତ ବାସନ ନେଇଯାଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ୨୦ ଭରି ସୁନା ଗହଣା ଚୋରି ହୋଇଛି। ଚୋରି ହୋଇଥିବା ବାସନର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ। ଖାଲି ଗହଣା ଓ ବାସନ ନେଇ ନାହାନ୍ତି, […]

temple

temple

Jitendra Garnayak
  • Published: Wednesday, 19 December 2018
  • Updated: 19 December 2018, 10:11 AM IST

Sports

Latest News

ଖୋର୍ଦ୍ଧା (ଓଡ଼ିଶା ରିପୋର୍ଟର): ଖୋର୍ଦ୍ଧା ଜିଲ୍ଲା ଗୁରୁଜଙ୍ଗ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି ହୋଇଛି। ଗତକାଲି ରାତିରେ ଏହି ଚୋରି ହୋଇଥିବା କୁହାଯାଉଥିବା ବେଳେ ଆଜି ସକାଳେ ଘଟଣା ସଂପର୍କରେ ଜଣାପଡ଼ିଥିଲା।

ଚୋରମାନେ ମନ୍ଦିରର ତାଲା ଭାଙ୍ଗି ଦେବୀଙ୍କ ଗହଣା ସହିତ ବାସନ ନେଇଯାଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ୨୦ ଭରି ସୁନା ଗହଣା ଚୋରି ହୋଇଛି। ଚୋରି ହୋଇଥିବା ବାସନର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ।

ଖାଲି ଗହଣା ଓ ବାସନ ନେଇ ନାହାନ୍ତି, ତା’ ସହିତ ମନ୍ଦିରରେ ଥିବା ଦାନ ବାକ୍ସକୁ ଭାଙ୍ଗି ସେଥିରୁ ବି ଟଙ୍କା ଲୁଟି ନେଇଛନ୍ତି।

ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତନାଘନା କରିଛି। ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story