ଭୁବନେଶ୍ୱର(ଓଡ଼ିଶାର ରିପୋର୍ଟର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପୁଣି ଓଡ଼ିଶା ଗସ୍ତରେ ଆସିଛନ୍ତି। ତେବେ ଏଠାକୁ ଆସିବା ପୂର୍ବରୁ ସେ ଆଜି ସକାଳେ ଓଡ଼ିଆରେ ଏକ ଟ୍ୱିଟ୍ କରିଥିଲେ। ଏଥିରେ ସେ ଲେଖିଥିଲେ ଯେ ଓଡିଶାରେ ଏମିତି କିଛି ବିଶେଷତା ଅଛି, ଯାହା ତାଙ୍କୁ ବାରମ୍ବାର ଟାଣି ନେଉଛି।
ଆଜି କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରେ ଆୟୋଜିତ ବିଜେପିର ବିଜୟ ସଂକଳ୍ପ ସମାବେଶରେ ପ୍ରଧାନମନ୍ତ୍ରୀ ମୋଦି ଉଦ୍ବୋଧନ ଦେବେ।
ମାର୍ଚ୍ଚ ୨୯ ତାରିଖରେ ମୋଦି କୋରାପୁଟର ଜୟପୁରରେ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇ ଦଳ ପାଇଁ ପ୍ରଚାର କରିଥିଲେ।
ଏପ୍ରିଲ ୬ ତାରିଖରେ ମଧ୍ୟ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ସେହିଦିନ ସେ ସୁନ୍ଦରଗଡ଼ରେ ଏକ ସଭାରେ ଯୋଗ ଦେବେ।
ଓଡିଶାରେ ଏମିତି କିଛି ବିଶେଷତା ଅଛି, ଯାହା ମୋତେ ବାରମ୍ବାର ଏହି ରାଜ୍ୟକୁ ଟାଣି ଆଣୁଛି । ଆଜି କଳାହାଣ୍ଡି ଜିଲ୍ଲାରେ ଏକ ପ୍ରଚାର ସଭାରେ ଯୋଗଦେଇ ଉଦବୋଧନ ଦେବାର କାର୍ଯ୍ୟକ୍ରମ ଅଛି । @BJP4Odisha
— Chowkidar Narendra Modi (@narendramodi) April 2, 2019
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଖଡ଼ଗେ ଆଣିଲେ ଅଭିଯୋଗ: କହିଲେ, ବିଜେପି ସାଂସଦ ଠେଲିଦେଲେ, ମୋ ଆଣ୍ଠୁରେ ଲାଗିଛି ଆଘାତ
ମୁହଁ ଖୋଲିଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ। ତାଙ୍କୁ ବି ଠେଲାପେଲା ହୋଇଥବା ଅଭିଯୋଗ ଆଣି ବାଚସ୍ପତିଙ୍କୁ ଚିଠି ଲେଖିଛନ୍ତି।
National
ରାହୁଲଙ୍କୁ ଚାରିଆଡୁ ଟାର୍ଗେଟ୍: ବିଜେପି ନେତା କହିଲେ, ସଂସଦ ଇତିହାସରେ ଏହା କଳା ଦିନ
ଆମ୍ବେଦକର ପ୍ରସଙ୍ଗକୁ ନେଇ ଆଜି ବିରୋଧୀ ସଦସ୍ୟ ସଂସଦ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ହୋଇଥିଲା ଠେଲାପେଲା। ଏଥିରେ ବିଜେପିର ଦୁଇ ଜଣ ସାଂସଦ ଆହତ ହୋଇଛନ୍ତି। ଅଭିଯୋଗ ହେଉଛି ଯେ, କୁଆଡେ ରାହୁଲ ଗାନ୍ଧି ସେମାନଙ୍କୁ ଧକ୍କା ଦେଇଛନ୍ତି। ଏବେ ଏହି ଘଟଣାକୁ ନେଇ ରାଜନୀତି ଜୋର ଧରିଛି।
National
ପ୍ରବଳ ଥଣ୍ଡାରେ ଚେତାଶୂନ୍ୟ ହୋଇପଡ଼ିଲେ ବର, ବିବାହ ଭାଙ୍ଗି ଦେଲେ କନିଆଁ
ପ୍ରବଳ ଥଣ୍ଡା ଏବଂ ଶୀତ ଲହରି ମଧ୍ୟରେ ଜଣେ ଯୁବକଙ୍କୁ ବିବାହ କରିବା ମହଙ୍ଗା ପଡିଛି। ଥଣ୍ଡା ଯୋଗୁ ତାଙ୍କ ବିବାହ ହେବା ପୂର୍ବରୁ ଭାଙ୍ଗି ଯାଇଛି।
National
ସାଂସଦ ପ୍ରତାପ ଷଡ଼ଙ୍ଗୀ ଆହତ, କହିଲେ- ମୋତେ ରାହୁଲ ଗାନ୍ଧି ଠେଲିଦେଲେ
ଆଜି ସଂସଦ ଶିଡ଼ିରୁ ପଡ଼ି ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଆହତ ହୋଇଛନ୍ତି। ସାଂସଦ ଷଡ଼ଙ୍ଗୀଙ୍କ ମୁଣ୍ଡରେ ଲାଗିଛି ଗଭୀର ଆଘାତ।
National
ଲାଲୁ କହିଲେ- ଅମିତ ଶାହା ପାଗଳ ହୋଇଗଲେଣି
ଆମ୍ୱେଦକରଙ୍କୁ ନେଇ ଗୃହମନ୍ତ୍ରୀ ଅମିତ ଶାହାଙ୍କ ଟିପ୍ପଣୀ ପରେ ଏହାକୁ ନେଇ ହଟ୍ଟଗୋଳ ଲାଗି ରହିଛି। ବିରୋଧୀ ଲଗାତର ତାଙ୍କୁ ଟାର୍ଗେଟ୍ କରୁଛନ୍ତି।