୧୮ରେ ହାଲକା: ୧୯ ଓ ୨୦ରେ ପ୍ରବଳ ବର୍ଷିପାରେ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ନିକଟସ୍ଥ ମିଆଁମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆସନ୍ତା ୧୮ ତାରିଖରେ ଉତ୍ତର ଓଡ଼ିଶା ଉପକୂଳରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘନୀଭୂତ ହେବ। ଏହା ବେଶି ଘନିଭୂତ ହେବାର ସମ୍ଭାବନା ନାହିଁ। ଅତି ବେଶିରେ ଏହା ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ  ବୋଲି ସୂଚନା ଦେଇଛନ୍ତି ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର। ସେ  […]

RainFall

RainFall

Niharika Rout
  • Published: Thursday, 16 September 2021
  • Updated: 16 September 2021, 01:12 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ନିକଟସ୍ଥ ମିଆଁମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆସନ୍ତା ୧୮ ତାରିଖରେ ଉତ୍ତର ଓଡ଼ିଶା ଉପକୂଳରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘନୀଭୂତ ହେବ। ଏହା ବେଶି ଘନିଭୂତ ହେବାର ସମ୍ଭାବନା ନାହିଁ। ଅତି ବେଶିରେ ଏହା ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ  ବୋଲି ସୂଚନା ଦେଇଛନ୍ତି ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର।

ସେ  କହିଛନ୍ତି, “ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ୧୮ ତାରିଖ ସନ୍ଧ୍ୟା ପରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।  ୧୯ ଓ ୨୦ ତାରିଖରେ ଉତ୍ତର ଓଡ଼ିଶାର  ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଆଜି କିମ୍ବା ଆସନ୍ତା‘କାଲି ଓଡ଼ିଶାରେ ବର୍ଷାର ସମ୍ଭାବନା ନାହିଁ। ଛତିଶଗଡ଼ରେ ମଧ୍ୟ ଆସନ୍ତା ୩ ଦିନ ବର୍ଷା ହେବାର ସମ୍ଭାବନା ନାହିଁ । ସେଠାରେ କିଛି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ନଚେତ ବିକ୍ଷିପ୍ତ ଭାବେ ବର୍ଷା ହୋଇପାରେ।  ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ନାହିଁ।”

ଓଡ଼ିଶାରେ ୧୮ ତାରିଖ ସନ୍ଧ୍ୟା ସୁଦ୍ଧା ବର୍ଷାର ସମ୍ଭାବନା ନାହିଁ। କିଛି ସ୍ଥାନରେ ବିକ୍ଷିପ୍ତ ବର୍ଷା ହୋଇପାରେ। ୧୯ ଓ ୨୦ରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ଜଗତସିଂହପୁର ଜିଲ୍ଲାରେ ୭ରୁ ୧୨ ସେମି  ପର୍ଯ୍ୟନ୍ତ ବର୍ଷା ହୋଇପାରେ। ହେଲେ ପୂର୍ବ ବର୍ଷା (୧୧ରୁ ହୋଇଥିବା ଲଘୁଚାପ ବର୍ଷା) ତୁଳନାରେ ଏଥର କମ୍‌ ବର୍ଷା ରହିବ। ସେପରି ବର୍ଷା ହେବାର ସମ୍ଭାବନା ନାହିଁ ବୋଲି କହିଛନ୍ତି ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର।

ସୂଚନାଯୋଗ୍ୟ, ଗତ ୧୧ ତାରିଖରେ ହୋଇଥିବା ଲଘୁଚାପ ଯୋଗୁ ପ୍ରାୟ ୪ ଦିନ ବର୍ଷା ଲାଗି ରହିଥିଲା। ଏଥିସହ ଛତିଶଗଡ଼ରେ ବର୍ଷା ଲାଗି ରହିବାରୁ ମହାନଦୀ ଉପର ମୁଣ୍ଡରେ ଜଳସ୍ତର ବଢ଼ିବାରେ ଲାଗିଛି। ଏଥିଯୋଗୁ ହୀରାକୁଦ ଡ୍ୟାମ୍‌ରେ ଏଯାବତ୍ ୨୮ଟି ଗେଟ୍ ଖୋଲା ଗଲାଣି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story