ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ

ସମ୍ବଲପୁର(ସଞ୍ଜୟ ଜେନା): ବ୍ରଜରାଜନଗର ଉପନିର୍ବାଚନ ପାଇଁ ଜମିବ ପ୍ରଚାର। ଆଜି ହେଉଛି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ।  ଏହାପରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ବିଜେଡିରୁ ଅଳକା ମହାନ୍ତି, ବିଜେପିରୁ ରାଧାରାଣୀ ପଣ୍ଡା ଓ  କଂଗ୍ରେସ ପକ୍ଷରୁ କିଶୋର ପଟେଲ ନାମାଙ୍କନ ଦାଖଲ କରିଛନ୍ତି।  ଏହି ତିନି ପ୍ରମୁଖ ପ୍ରାର୍ଥୀଙ୍କ ବ୍ୟତିତ ମୋଟ୍ ୧୪ ଜଣ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ମେ’ ୩୧ରେ ହେବ ବ୍ରଜରାଜନଗର ପାଇଁ ବାଇ-ଇଲେକସନ୍।  ମେ’ ୩୧ରେ ଭୋଟ ଗ୍ରହଣ କରାଯାଇ ଜୁନ୍ […]

brajarajnagar  -bypoll

brajarajnagar -bypoll

Tapaswini Nayak
  • Published: Tuesday, 17 May 2022
  • Updated: 17 May 2022, 10:30 AM IST

Sports

Latest News

ସମ୍ବଲପୁର(ସଞ୍ଜୟ ଜେନା): ବ୍ରଜରାଜନଗର ଉପନିର୍ବାଚନ ପାଇଁ ଜମିବ ପ୍ରଚାର। ଆଜି ହେଉଛି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ।  ଏହାପରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ବିଜେଡିରୁ ଅଳକା ମହାନ୍ତି, ବିଜେପିରୁ ରାଧାରାଣୀ ପଣ୍ଡା ଓ  କଂଗ୍ରେସ ପକ୍ଷରୁ କିଶୋର ପଟେଲ ନାମାଙ୍କନ ଦାଖଲ କରିଛନ୍ତି।  ଏହି ତିନି ପ୍ରମୁଖ ପ୍ରାର୍ଥୀଙ୍କ ବ୍ୟତିତ ମୋଟ୍ ୧୪ ଜଣ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।

ମେ’ ୩୧ରେ ହେବ ବ୍ରଜରାଜନଗର ପାଇଁ ବାଇ-ଇଲେକସନ୍।  ମେ’ ୩୧ରେ ଭୋଟ ଗ୍ରହଣ କରାଯାଇ ଜୁନ୍ ୩ ତାରିଖରେ ଗଣତି ହେବ। ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ଖାଲି ପଡ଼ିଛି ଏହି ଆସନ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story