ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ୩୬ ଘଣ୍ଟା ମଧ୍ୟରେ ଆହୁରି ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର।
ବର୍ଷା ସହିତ ଝଡ଼ତୋଫାନ, ବଜ୍ରପାତ ନେଇ ୧୮ ଜିଲ୍ଲାକୁ ସାଢ଼େ ଦଶଟା ଯାଏ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ,ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ଅନୁଗୋଳ, ମୟୂରଭଞ୍ଜ, ଢେଙ୍କାନାଳ, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ ଓ ବଲାଙ୍ଗିର।
ଏହାସହ କଟକ ଓ ଭୁବନେଶ୍ୱର ସହରରେ ବି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରାଜଧାନୀରେ ଚାଲିଥିଲା ସେକ୍ସ ରାକେଟ୍; ୪ ଯୁବତୀ ଉଦ୍ଧାର
ଖଣ୍ଡଗିରିରେ ଦୀର୍ଘ ଦିନ ଧରି ଚାଲିଥିଲା ସେକ୍ସ ରାକେଟ। ନୟାଗଡ଼ ଅଞ୍ଚଳର ଜଣେ ମହିଳା ଘର ଭଡ଼ା ନେଇ ୪ ଯୁବତୀଙ୍କୁ ରଖି ଦେହ ବେପାର କାମରେ ନିୟୋଜିତ କରୁଥିଲେ।
Crime
କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତା ଗିରଫ
୩ଟି ବହୁତଳ କୋଠା, ୨ଟି ଫ୍ଲାଟ୍ ଓ ୧୪ଟି ପ୍ଲଟ ସହିତ ଅନ୍ୟାନ୍ୟ ସଂପତ୍ତି ଅଛି ଏହି ଖଣି ଅଧିକାରୀଙ୍କର।
Crime
ନିଜେ ରଚିଥିଲେ ନିଜ ହତ୍ୟା ନାଟକ; ୩ ମାସ ପରେ ମାଡ଼ି ବସିଲା ପୁଲିସ୍
ରୋଜଗାରଠୁ ବଳିଗଲା ଖର୍ଚ୍ଚ। ଠିକ୍ ସମୟରେ ଦେଇ ହେଲାନି କିସ୍ତି ଟଙ୍କା। ଏଥିସହ ସବୁବେଳେ ଅପଦସ୍ଥ ହେବାକୁ ବି ଭଲ ଲାଗିଲାନି। ତେଣୁ ଏଥିରେ ଯବନିକା ପକାଇବାକୁ ମାଇକ୍ରୋ ଫାଇନାନ୍ସ କର୍ମଚାରୀଜଣକ କଲେ ସାଂଘାତିକ ଷଡଯନ୍ତ୍ର ।
Politics
‘୧୫ ଦିନରେ ସରିବ ସୁଭଦ୍ରା ଯାଞ୍ଚ; ଯୋଗ୍ୟ ମହିଳା ପାଇବେ ଟଙ୍କା’
୨୧ ବର୍ଷ ପୂରିଥିଲ ‘ସୁଭଦ୍ରା’ ଆବେଦନ କରିପାରିବେ। ଯେଉଁମାନଙ୍କର ଏହି ମାସରେ ୨୧ ବର୍ଷ ପୂରିଥିବ ସେ ବି ସୁଭଦ୍ରା ପାଇଁ ଆବେଦନ କରି ପାରିବେ। ଆବେଦନ କଲେ ସୁଭଦ୍ରା ଟଙ୍କା ପାଇପାରିବେ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ।
Crime
ଝିଅ ମୃତ୍ୟୁ ପରେ ମୁଣ୍ଡ ପିଟୁଛି ମା’; କହିଲା- ଯିଏ ନେଇଥିଲା, ସିଏ ଆସିଲେ ଉଠିବ ମୃତଦେହ
‘ମୋ’ ଝିଅ ୮ ମାସ ହେବ ଘରୁ ଚାଲି ଯାଇଥିଲା। ଗାଁର ଜଣେ ଯୁବକ ତାକୁ ନେଇ ଯାଇଥିଲା। ମାତ୍ର ଏବେ ତା’ ମୃତଦେହ ପାଇଲୁ। ତେଣୁ ସେ ଯାହା ସହ ଯାଇଥିଲା, ସେ ନ ଆସିବା ପର୍ଯ୍ୟନ୍ତ ଝିଅର ଶବ ପଡ଼ି ରହିବ ।’