ଆହୁରି ୩୬ ଘଣ୍ଟା ବର୍ଷିବ; ୧୭ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ୩୬ ଘଣ୍ଟା ମଧ୍ୟରେ ଆହୁରି ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ଷା ସହିତ ଝଡ଼ତୋଫାନ, ବଜ୍ରପାତ ନେଇ ୧୮ ଜିଲ୍ଲାକୁ ସାଢ଼େ ଦଶଟା ଯାଏ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ,ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ଅନୁଗୋଳ, […]

rain,,,,

Tapaswini Nayak
  • Published: Thursday, 06 September 2018
  • , Updated: 06 September 2018, 07:34 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ୩୬ ଘଣ୍ଟା ମଧ୍ୟରେ ଆହୁରି ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର।

ବର୍ଷା ସହିତ ଝଡ଼ତୋଫାନ, ବଜ୍ରପାତ ନେଇ ୧୮ ଜିଲ୍ଲାକୁ ସାଢ଼େ ଦଶଟା ଯାଏ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ,ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ଅନୁଗୋଳ, ମୟୂରଭଞ୍ଜ, ଢେଙ୍କାନାଳ, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ ଓ ବଲାଙ୍ଗିର।

ଏହାସହ କଟକ ଓ ଭୁବନେଶ୍ୱର ସହରରେ ବି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

 

Related story