ଧୂଳିଝଡ଼ ଓ ଘଡ଼ଘଡ଼ି ସହ ହାଲ୍‌କା ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୫ଟି ଜିଲ୍ଲାରେ ଧୂଳିଝଡ଼ ହେବାର ସମ୍ଭାବନା ରହିଛି। ଏହି ସମୟରେ ଘଡ଼ଘଡ଼ି ମାରିବ ଓ ହାଲ୍‌କା ବର୍ଷା ବି ହେବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏଥିପାଇଁ ଦିନ ୧୧ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଏହି ସବୁ ଜିଲ୍ଲାଗୁଡ଼ିକୁ ପରାମର୍ଶ ଦିଆଯାଇଛି। ଯେଉଁ ସବୁ ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ କୁହାଯାଇଛି, ସେଗୁଡ଼ିକ ହେଉଛି- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦୁଝର। ସୂଚନାଯୋଗ୍ୟ, […]

rain999999-1-750x421

rain999999-1-750x421

Tapaswini Nayak
  • Published: Saturday, 15 June 2019
  • Updated: 15 June 2019, 11:25 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୫ଟି ଜିଲ୍ଲାରେ ଧୂଳିଝଡ଼ ହେବାର ସମ୍ଭାବନା ରହିଛି। ଏହି ସମୟରେ ଘଡ଼ଘଡ଼ି ମାରିବ ଓ ହାଲ୍‌କା ବର୍ଷା ବି ହେବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏଥିପାଇଁ ଦିନ ୧୧ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଏହି ସବୁ ଜିଲ୍ଲାଗୁଡ଼ିକୁ ପରାମର୍ଶ ଦିଆଯାଇଛି। ଯେଉଁ ସବୁ ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ କୁହାଯାଇଛି, ସେଗୁଡ଼ିକ ହେଉଛି- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦୁଝର।

ସୂଚନାଯୋଗ୍ୟ, ରାଜ୍ୟରେ ଖରା ଓ ଗୁଳୁଗୁଳି ଜାରି ରହିଥିବା ବେଳେ ପ୍ରତ୍ୟେକ ଦିନ କେଉଁଠି ନା କେଉଁଠି ଝଡ଼ତୋଫାନ ଓ ବର୍ଷା ଆଦି ହେଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story