ଧୂଳିଝଡ଼ ଓ ଘଡ଼ଘଡ଼ି ସହ ହାଲ୍‌କା ବର୍ଷା ସମ୍ଭାବନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ ଆଞ୍ଚଳକ ପାଣିପାଗ କେନ୍ଦ୍ର ପକ୍ଷରୁ ୯ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ଧୂଳିଝଡ଼ ଓ ଘଡ଼ଘଡ଼ି ସହ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି। ଆଜି ରାତି ୮ଟା ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ କୁହାଯାଇଛି। ଏହି ସବୁ ଜିଲ୍ଲାଗୁଡ଼ିକ ହେଉଛି- ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି। ସୂଚନାଯୋଗ୍ୟ, ରାଜ୍ୟରେ ପ୍ରବଳ […]

thunderstorm

thunderstorm

Tapaswini Nayak
  • Published: Friday, 17 May 2019
  • Updated: 17 May 2019, 06:54 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ ଆଞ୍ଚଳକ ପାଣିପାଗ କେନ୍ଦ୍ର ପକ୍ଷରୁ ୯ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ଧୂଳିଝଡ଼ ଓ ଘଡ଼ଘଡ଼ି ସହ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି। ଆଜି ରାତି ୮ଟା ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ କୁହାଯାଇଛି। ଏହି ସବୁ ଜିଲ୍ଲାଗୁଡ଼ିକ ହେଉଛି- ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି।

ସୂଚନାଯୋଗ୍ୟ, ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରଚଣ୍ଡ ଖରା ଯୋଗୁ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ୫ ଜଣଙ୍କର ଅଂଶୁଘାତରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story