ସମ୍ଭାବ୍ୟ ମନ୍ତ୍ରୀ ତାଲିକାରେ ରହିଛି ଏମାନଙ୍କ ନାଁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଧାନସଭା ନିର୍ବାଚନରେ ବିଜେଡିର ବିପୁଳ ବିଜୟ ପରେ ଏବେ ମନ୍ତ୍ରିମଣ୍ଡଳ ଗଠନକୁ ନେଇ ଆରମ୍ଭ ହୋଇଛି ଅଙ୍କକଷା। କାହାକୁ ମିଳିବ ମନ୍ତ୍ରୀପଦ, କେଉଁ ଅଞ୍ଚଳରୁ କିଏ ସାମିଲ ହେବେ- ସେ ସଂପର୍କରେ ନାନା କଳ୍ପନା ଜଳ୍ପନା ଚାଲିଛି। କ୍ୟାବିନେଟରେ କାହାକୁ ମିଳିବ ଗୁରୁତ୍ୱ, ସେନେଇ ମଧ୍ୟ ଚର୍ଚ୍ଚା ଚାଲିଛି। ଗତ ଥର ଯିଏ ମନ୍ତ୍ରୀ ପଦ ପାଇଥିଲେ, ସେମାନେ ଏଥର ରହିବେ ତ? ୟାକୁ ନେଇ ମଧ୍ୟ ଚର୍ଚ୍ଚା ଚାଲିଛି। ତେବେ ସମ୍ଭାବ୍ୟ […]

patnaik

patnaik

Tapaswini Nayak
  • Published: Friday, 24 May 2019
  • Updated: 24 May 2019, 02:51 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଧାନସଭା ନିର୍ବାଚନରେ ବିଜେଡିର ବିପୁଳ ବିଜୟ ପରେ ଏବେ ମନ୍ତ୍ରିମଣ୍ଡଳ ଗଠନକୁ ନେଇ ଆରମ୍ଭ ହୋଇଛି ଅଙ୍କକଷା। କାହାକୁ ମିଳିବ ମନ୍ତ୍ରୀପଦ, କେଉଁ ଅଞ୍ଚଳରୁ କିଏ ସାମିଲ ହେବେ- ସେ ସଂପର୍କରେ ନାନା କଳ୍ପନା ଜଳ୍ପନା ଚାଲିଛି। କ୍ୟାବିନେଟରେ କାହାକୁ ମିଳିବ ଗୁରୁତ୍ୱ, ସେନେଇ ମଧ୍ୟ ଚର୍ଚ୍ଚା ଚାଲିଛି। ଗତ ଥର ଯିଏ ମନ୍ତ୍ରୀ ପଦ ପାଇଥିଲେ, ସେମାନେ ଏଥର ରହିବେ ତ? ୟାକୁ ନେଇ ମଧ୍ୟ ଚର୍ଚ୍ଚା ଚାଲିଛି। ତେବେ ସମ୍ଭାବ୍ୟ ତାଲିକାରେ ବହୁ ବିଧାୟକ ଅଛନ୍ତି।

ସେମାନେ ହେଲେ ରାଜେନ୍ଦ୍ର ଢୋଲକିଆ, ଭୂପିନ୍ଦର ସିଂହ, ମନୋହର ରନ୍ଧାରୀ, ପଦ୍ମିନୀ ଦିଆନ୍ ,ପ୍ରଦୀପ ପାଣିଗ୍ରାହୀ, ସୂର୍ଯ୍ୟ ନାରାୟଣ ପାତ୍ର, ଜଗନ୍ନାଥ ସାର୍କା, ସ୍ନେହାଙ୍ଗିନୀ ଛୁରିଆ, ସୁଶାନ୍ତ ସିଂ, କିଶୋର ମହାନ୍ତି, ନବ ଦାସ, ଶାରଦା ନାୟକ, ଟୁକୁନି ସାହୁ, ପ୍ରଦୀପ ଅମାତ, ବିକ୍ରମ କେଶରୀ ଆରୁଖ, ରୋହିତ ପୂଜାରୀ, ବଦ୍ରି ନାରାୟଣ ପାତ୍ର, ପ୍ରଫୁଲ୍ଲ ମଲ୍ଲିକ, ରଜନୀକାନ୍ତ ସିଂହ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଚନ୍ଦ୍ରସାରଥୀ ବେହେରା, ସୌମ୍ୟରଞ୍ଜନ ପଟ୍ଟନାୟକ, ଅରୁଣ ସାହୁ, ସମୀର ରଞ୍ଜନ ଦାଶ, ଅଶୋକ ପଣ୍ଡା, ସୁଦାମ ମାର୍ଣ୍ଡି , ଅନନ୍ତ ଦାସ, ପ୍ରଫୁଲ୍ଲ ସାମଲ, ପ୍ରମିଳା ମଲ୍ଲିକ, ପ୍ରଣବ ପ୍ରକାଶ ଦାସ, ପ୍ରତାପ ଦେବ, ଅତନୁ ସବ୍ୟସାଚୀ ନାୟକ ଓ ଅମର ଶତପଥୀ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story