୧୪ଟି ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୧୪ଜିଲ୍ଲାରେ ଧୂଳିଝଡ଼ ହେବାର ସମ୍ଭାବନା ରହିଛି। ଏହାସହ ଘଡ଼ଘଡ଼ି ମାରିବ। ବର୍ଷା ମଧ୍ୟ ହେବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅପରାହ୍ମ ୪ଟା ଯାଏ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ଅନୁଗୋଳ, କନ୍ଧମାଳ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ପୁରୀ।

89-1-1

Tapaswini Nayak
  • Published: Thursday, 20 June 2019
  • , Updated: 20 June 2019, 01:42 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୧୪ଜିଲ୍ଲାରେ ଧୂଳିଝଡ଼ ହେବାର ସମ୍ଭାବନା ରହିଛି। ଏହାସହ ଘଡ଼ଘଡ଼ି ମାରିବ। ବର୍ଷା ମଧ୍ୟ ହେବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଅପରାହ୍ମ ୪ଟା ଯାଏ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ଅନୁଗୋଳ, କନ୍ଧମାଳ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ପୁରୀ।

Related story