ଝାରପଡ଼ା ଅଂଚଳରେ ଏନଫୋର୍ସମେଣ୍ଟ ବିଭାଗ ପକ୍ଷରୁ ଚଢ଼ାଉ। ନୟାପଲ୍ଲୀ ବାଉନସର କେସର ମୁଖ୍ୟ ଅପରାଧି ରାଘବ ଜେନାଙ୍କ ଘର ସହ ସାଧାରଣ ଜନତାଙ୍କ ଘରକୁ ଏନଫୋର୍ସମେଣ୍ଟ ଟିମ ଓ କମିଶନରେଟ ପୋଲିସ ସହାୟତାରେ ଭଙ୍ଗା ଚାଲିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆସନ୍ତାକାଲିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ
ବଡ଼କଥା ହେଉଛି ମରାମତି କାମ ପାଇଁ ରତ୍ନଭଣ୍ଡାରକୁ ପ୍ରବେଶ କରିବାକୁ ଥିବା ସମସ୍ତେ ସେବାୟତଙ୍କ ଭଳି ପାରମ୍ପରିକ ପୋଷାକ ପରିଧାନ କରିବେ। ଶ୍ରମିକ ଓ ଅଧିକାରୀମାନଙ୍କୁ ସ୍ୱତନ୍ତ୍ର ପରିଚୟପତ୍ର ଦିଆଯିବ। ବିନା ପରିଚୟପତ୍ରରେ କାହାରିକୁ ଭିତରକୁ ଛଡ଼ାଯିବ ନାହିଁ।
Politics
ଡିଲ୍ ପଛରେ ଅଛି କି ଡିଲ୍, ବିଜୟ ପାଲଟିଲେ ବିଜେଡି ଅସନ୍ତୁଷ୍ଟଙ୍କ ସ୍ୱର?
ମହୋତ୍ସବରୁ ଫେରିବାର ପ୍ରାୟ ୩ଦିନ ପରେ ଗଣମାଧ୍ୟମକୁ ଡାକି କୁଟ୍ଟେ ଓ ଆଶୀଷ ସିଂ ଦିଲ୍ଲୀ ଯିବା ପଛରେ ଡିଲ୍ ହୋଇଥିବା ଅଭିଯୋଗ ଆଣିଛନ୍ତି । ଆଉ ମୁଖ୍ୟମନ୍ତ୍ରୀଙ୍କଠୁ ସ୍ପଷ୍ଟୀକରଣ ବି ମାଗିଛନ୍ତି ।
Miscellaneous
‘ବାଲିମେଳା ଜଳଭଣ୍ଡାରରେ ସୌର ଶକ୍ତିରୁ ଉତ୍ପନ୍ନ ହେବ ବିଦ୍ୟୁତ’
ବୈଠକ ପରେ ଶ୍ରୀ ସିଂଦେଓ କହିଛନ୍ତି, ବାଲିମେଳା ଜଳ ବିଦ୍ୟୁତ ପ୍ରକଳ୍ପର ନବୀକରଣ କରାଯିବ। ଏଠାରୁ ଆହୁରି ଅଧିକ ୬୦୦ ମେଗାୱାଟ୍ ବିଦ୍ୟୁତ ଉତ୍ପାଦନ କରାଯିବ। ଏଥିପାଇଁ ଆବଶ୍ୟକ ଅତ୍ୟାଧୁନିକ ଯନ୍ତ୍ରପାତି ଲାଗିବ।
Crime
୨ ପେସାଦାର ଚୋରଙ୍କୁ ଧରିଲା ପୁଲିସ୍, ବନ୍ଧୁକ ଓ ଅନ୍ୟାନ୍ୟ ମାରଣାସ୍ତ୍ର ଜବତ
ପଶ୍ଚିମବଙ୍ଗର ମୁର୍ସିଦାବାର ଏସ୍.କେ ଆକ୍ବର ସୁନ୍ଦରଗଡ଼ ଟାଉନ ଥାନା ଅରଣ୍ୟନଗରରେ ଶ୍ରମିକ ଭାବେ କାମ କରୁଥିଲେ। ରବିବାର ଅପରାହ୍ନରେ ସେ କାମ ସାରି ଫେରୁଥିବା ବେଳେ ୨ ଜଣ ଯୁବକ ଏକ ବାଇକରେ ଆସି ବନ୍ଧୁକ ଓ ଛୁରି ଦେଖାଇ ଧମକ ଚମକ ଦେଇଥିଲେ।
Guest Column
ଆଦର୍ଶ ଓ ପରିଚୟ ସଂକଟରେ ବିଜେଡି
ଏବେ ପ୍ରଶ୍ନ ଉଠୁଛି ବିଜେଡି ରାଜ୍ୟରେ ଏକ ଶକ୍ତିଶାଳୀ ବିରୋଧୀ ଦଳ ଭାବରେ କାମ କରିବାକୁ ହେଲେ କେଉଁପରି ଆଦର୍ଶଗତ ଦୃଷ୍ଟିଭଙ୍ଗୀ ଗ୍ରହଣ କରିବ? ନବୀନଙ୍କ ବୟସ ଓ ସ୍ୱାସ୍ଥ୍ୟ ସମସ୍ୟା ସମସ୍ତଙ୍କୁ ଜଣାଅଛି। କିନ୍ତୁ ବିଜେଡିର ଏତେବର୍ଷର ଶାସନ ଭିତରେ ଦଳ କୌଣସି ଦ୍ୱିତୀୟ ଶ୍ରେଣୀର ନେତାଙ୍କୁ ବିଭିନ୍ନ ସ୍ଥାନରେ ଉପସ୍ଥାପିତ କରିନାହିଁ।