ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ମତଦାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ମତଦାନ। ଏହି ପର୍ଯ୍ୟାୟରେ ୧୩ଟି ରାଜ୍ୟ ଓ ୨ଟି କେନ୍ଦ୍ର ଶାସିତ ଅଞ୍ଚଳର ୧୧୬ଟି ଲୋକସଭା ଆସନରେ ମତଦାନ ହେବ। ଏଥିରେ ଗୁଜରାଟର ସମସ୍ତ ୨୬ଟି ଆସନ, କେରଳର ୨୦ଟି, ମହାରାଷ୍ଟ୍ର ଓ କର୍ଣ୍ଣାଟକର ୧୪ଟି ଲେଖାଏଁ, ୟୁପିର ୧୦ଟି, ଛତିଶଗଡ଼ର ୭ଟି, ଓଡ଼ିଶାର ୬ଟି, ବିହାର ଓ ପଶ୍ଚିମବଙ୍ଗର ୫ଟି ଏବଂ ଆସାମର ୪ଟି ଆସନ ରହିଛି। ଏହି ପର୍ଯ୍ୟାୟରେ ମୋଟ ୧ ହଜାର ୬୧୨ ପ୍ରାର୍ଥୀ ଅଛନ୍ତି। ସେମାନଙ୍କ […]

evm-4

evm-4

Tapas Behera
  • Published: Monday, 22 April 2019
  • Updated: 22 April 2019, 09:26 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ମତଦାନ। ଏହି ପର୍ଯ୍ୟାୟରେ ୧୩ଟି ରାଜ୍ୟ ଓ ୨ଟି କେନ୍ଦ୍ର ଶାସିତ ଅଞ୍ଚଳର ୧୧୬ଟି ଲୋକସଭା ଆସନରେ ମତଦାନ ହେବ। ଏଥିରେ ଗୁଜରାଟର ସମସ୍ତ ୨୬ଟି ଆସନ, କେରଳର ୨୦ଟି, ମହାରାଷ୍ଟ୍ର ଓ କର୍ଣ୍ଣାଟକର ୧୪ଟି ଲେଖାଏଁ, ୟୁପିର ୧୦ଟି, ଛତିଶଗଡ଼ର ୭ଟି, ଓଡ଼ିଶାର ୬ଟି, ବିହାର ଓ ପଶ୍ଚିମବଙ୍ଗର ୫ଟି ଏବଂ ଆସାମର ୪ଟି ଆସନ ରହିଛି।

ଏହି ପର୍ଯ୍ୟାୟରେ ମୋଟ ୧ ହଜାର ୬୧୨ ପ୍ରାର୍ଥୀ ଅଛନ୍ତି। ସେମାନଙ୍କ ମଧ୍ୟରୁ ୫୭୦ ଜଣଙ୍କ ନାଁରେ ଅପରାଧିକ ମାମଲା ଅଛି। ତୃତୀୟ ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକସଭା ଆସନ ଏବଂ ଏହି ଆସନଗୁଡ଼ିକରେ ଆସୁଥିବା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭୋଟ ହେବ।

ସେହି ଆସନ ଗୁଡ଼ିକ ହେଲା ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, ପୁରୀ, କଟକ ଓ ଭୁବନେଶ୍ୱର। ଏହା ସହିତ ୪୨ଟି ବିଧାନସଭା ଆସନରେ ହେବ ମତଦାନ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story